State

ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ : ପ୍ରଥମ ଦିନର ଅପରାହ୍‌ଣ ସୁଦ୍ଧା ୫୪ଟି ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ସମ୍ମିଳନୀ ଆଜି ଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀ ବୁଧବାର ସନ୍ଧ୍ୟାରେ ଶେଷ ହେବ। ଏହାରି ମଧ୍ୟରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଯେଉଁମାନଙ୍କୁ କଲ୍‌ ଓ ମେସେଜ ଆସିଛି, ବ୍ୟାଙ୍କ ଯାଇ NPCI ଆକ୍ଟିଭେଟ କରନ୍ତୁ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାରି ନଥିବା ମହିଳା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପରାମର୍ଶ ଦେଇଛନ୍ତି। ଯେଉଁ ଆବେଦନକାରୀଙ୍କର ଏନ୍‌ପିସିଆଇ ତ୍ରୁଟି ରହିଛି, ସେମାନେ ଏହି…

ମେକ୍ ଇନ୍ ଓଡ଼ିଶାର ନାଁ ବଦଳାଇ ଉତ୍କର୍ଷ ଓଡ଼ିଶା କରିଛନ୍ତି : ଦେବୀ ମିଶ୍ର

ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା କନକ୍ଲେଭ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡ଼ି ନେତା ଦେବୀ ମିଶ୍ର । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆସିଲେ ଅନେକ ପ୍ରତିଶ୍ରୁତି ଦେଲେ । ସ୍ଵାଗତଯୋଗ୍ୟ କଥା । କିନ୍ତୁ ଯାହା କୁହାଯାଉଛି ତାହା ହେଉନି…

ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ । ନୟାପଲ୍ଲୀ ସ୍ଥିତ ଅନ୍ୟ ଏକ ଘରକୁ ବିଳମ୍ୱିତ ରାତିରେ ପଶିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ନୟାପଲ୍ଲୀ ପୋଲିସ । ଗିରଫ…

ସମ୍ପ୍ରସାରିତ ହେବ କଟକ, ସିଡିଏରେ ମିଶିବ ୧୦୨ ଗାଁ

କଟକ: ବୃଦ୍ଧି ପାଇବ ସିଲଭର ସିଟି କଟକର ସୀମା । କଟକ ସହିତ ସାମିଲ ହେବ ଆହୁରି ଅନେକ ଗାଁ । କଟକର ସୀମାକୁ ସମ୍ପ୍ରସାରିତ କରି ସିଡିଏ ସହିତ ଆଉ ୧୦୨ଟି ଗାଁକୁ ଯୋଡା ଯିବ । ଏନେଇ ସୂଚନା…

ରାୟଗଡା, କେନ୍ଦୁଝରରେ ପ୍ଲାଣ୍ଟ: ନିବେଶ ହେବ ଲକ୍ଷେ ୭୦ ହଜାର କୋଟି

ଭୁବନେଶ୍ବର: ଉତ୍କର୍ଷ ଓଡିଶା ଆରମ୍ଭରୁ ହିଁ ରାଜ୍ୟରେ ଆରମ୍ଭ ହୋଇଯାଇଛି ପୁଞ୍ଜି ନିବେଶ । ରାୟଗଡା ଏବଂ କେନ୍ଦୁଝରରେ ଦୁଇଟି ମେଗା ଷ୍ଟିଲ୍ ପ୍ଲାଣ୍ଟ ନିର୍ମାଣ ହେବାକୁ ଯାଉଛି । ଏଥିପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟି ନିବେଶ…

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ୱରରୁ ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ

ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ…

‘ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା’

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ । ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି । ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଗଲା କାଠ

ଦଶପଲ୍ଲା: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। ଶ୍ରୀକ୍ଷେତ୍ରରେ ଚଳିତବର୍ଷ…