ମହୁ ସଂଗ୍ରହ ପାଇଁ ଯାଇ ପଥର ସନ୍ଧିରେ ଫସିଲା ନାବାଳକ, ୮ ଘଣ୍ଟାର ପରିଶ୍ରମ ପରେ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ନୟାଗଡ଼: ପଥର ଖୋଲରେ ଫସିଥିବା ନାବାଳକ ଉଦ୍ଧାର । ଦୀର୍ଘ ୮ ଘଣ୍ଟାର ପରିଶ୍ରମ ପରେ ନାବାଳକକୁ ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ । କାଣିପଦା ଜଙ୍ଗଲ ପଥର ଖୋଲରେ ଫସିଥିଲା ନାବାଳକ । ସୂଚନାଯୋଗ୍ୟ, ଆଜି ସକାଳୁ ମହୁ…
