ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ
ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍ମିଆ ସିମେଣ୍ଟ ଭାରତ ଲିମିଟେଡ୍ (ଡିସିବିଏଲ୍) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି।…