State

ସନାତନ ଧର୍ମର ପ୍ରଚାର ପାଇଁ ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା

ମାଲକାନଗିରି: ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ସନାତନ ଧର୍ମର ପ୍ରଚାର ପ୍ରସାର ଏବଂ ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ…

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସହ ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ଭୁବନେଶ୍ୱର : ଆଜି ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀ ରାଜେଶ ଧର୍ମାନୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଲୋକସେବା ଭବନସ୍ଥ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ କୋଣାର୍କଚକ୍ରର ସ୍ମାରକ ପ୍ରଦାନ…

ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି । ଶିଶୁପୁତ୍ରର ମୃତଦେହକୁ…

ବନ୍ଦ ହେବ କଟକରେ ଥିବା ୨ଟି ମାଇନର କମ୍ପୋଷ୍ଟ ସେଣ୍ଟର, CMCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ୧୬।୧: ମନଇଚ୍ଛା କମ୍ପୋଷ୍ଟ ସେଣ୍ଟର ତିଆରି କରି ଅକଳରେ ପଡିଛି ସିଏମସି ପ୍ରଶାସନ । କଟକ ସହରରେ ଥିବା ୧୩ଟି ମାଇନର କମ୍ପୋଷ୍ଟ ସେଣ୍ଟର (MCC) ମଧ୍ୟରୁ ୨ଟି ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେଲେଙ୍ଗା…

୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା

ଟାଙ୍ଗୀ ୧୬।୧: ଚିଲିକାରେ ହେବ ପକ୍ଷୀ ଓ ଡଲଫିନ୍ ଗଣନା । ପ୍ରତିବର୍ଷ ଭଳି ଚଳିତ ବର୍ଷ ଏହି ଗଣନା କାର୍ଯ୍ୟ ହେବ । ଗୋଟିଏ ଦିନରେ ସରିବ ପକ୍ଷୀ ଗଣନା । କିନ୍ତୁ ୩ ଦିନ ଧରି ହେବ ଡଲଫିନ୍…

ଆତ୍ମସମର୍ପଣ କଲେ ମହିଳା ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଛତିଶଗଡର କେରଲାପାଲ ଏରିଆ କମିଟିର ସଦସ୍ୟା କାଲୁମୁ ପାଇକି(୨୮) ଆତ୍ମସମର୍ପଣ କରିଛନ୍ତି। କାଲୁମୁ ପାଇକିଙ୍କ ଘର ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ପୁଲବାଗେଡ ଗ୍ରାମରେ। ଜିଲ୍ଲା…

ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି…

ନନ୍ଦନକାନନରେ ଆଖିବୁଜିଲା ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକ, ୨୭କୁ ଖସିଲା ସଂଖ୍ୟା

ବାରଙ୍ଗ ୧୫।୧: ଭୁବନେଶ୍ବର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘ ଶାବକର ମୃତ୍ୟୁ ହୋଇଛି । ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକର ମୃତ୍ୟୁ ହୋଇଥିବା ଜଣାପଡିଛି । ଅସୁସ୍ଥ ହେବା ପରେ ମା’ ଠାରୁ ଅଲଗା କରି ଚିକିତ୍ସା…

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍, ସୁରକ୍ଷିତ ଉଦ୍ଧାର ହେଲେ ୮ ଯାତ୍ରୀ

ଚାନ୍ଦବାଲି ୧୫।୧: ଭଦ୍ରକ ଜିଲ୍ଲା ଧାମରା ଠାରେ ଏକ ମାଛ ଧରା ଟ୍ରଲରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବୋଟ ବୁଡ଼ିଯାଇଛି । ୮ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଏକ ଯାତ୍ରୀବାହୀ ବୋଟ ୮ଜଣ…

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଲେ ଝିଅ ଦୀପାଳି

ଝାରସୁଗୁଡ଼ା: ମୁହଁ ଖୋଲିଲେ ନବ ଦାସଙ୍କ ଝିଅ ଦୀପାଳି ଦାସ । ବାପା ନବ ଦାସଙ୍କୁ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି ଏବଂ ଭାଇ ବିଶାଲଙ୍କୁ ଛତିଶଗଡ଼ରେ ଅଟକ ରଖିବା ପ୍ରସଙ୍ଗରେ ଅସନ୍ତୋଷ ଝାଡ଼ିଛନ୍ତି ଦୀପାଳି। ସେ କହିଛନ୍ତି ‘‘ମିଡିଆରେ…