State

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି…

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ…

୪୮ ଘଣ୍ଟା ପରେ ନିଖୋଜ ଯୁବତୀ ଉଦ୍ଧାର: ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ସନ୍ଦେହ

ବରଗଡ଼: ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ସହିତ ଶରୀରର…

ଆସନ୍ତା ୧୭ରୁ ପୁଣି ବଢ଼ିବ ଶୀତର ପ୍ରକୋପ, କୁହୁଡି ନେଇ ଆଲର୍ଟ ଜାରି

ଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା…

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ…

ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

କଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି…

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ ପୂର୍ବରୁ ରତ୍ନଭଣ୍ଡାର…

ଚୋରା ବାଲି ଗାଡ଼ି ଧରି ପୋଲିସ ଜିମା ଦେଲେ ଖଣି ମନ୍ତ୍ରୀ

ନୟାଗଡ: ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୋଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୋଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ବର୍ଷିଥିବା ବେଳେ ଘଟଣା ଚର୍ଚ୍ଚାର…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବଙ୍କୁ କଲେ ପୂଜାର୍ଚ୍ଚନା

କେନ୍ଦୁଝର: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।…

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଧାଡ଼ିରେ ଯିବେ ଭକ୍ତ

ପୁରୀ: ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ ।…