ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ଘରେ ED ରେଡ୍, କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ
ଭୁବନେଶ୍ୱର : ଅଡ଼ୁଆରେ ବିଶାଖାପାଟନମର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦ। ବହୁ ସ୍ଥାବର ଓ ଅସ୍ଥାବର ସମ୍ପତି ଠାବ କରିଛି ED । ଚିଟଫଣ୍ଡ ଦୁର୍ନୀତି ମାମଲାରେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ସହ ନାମୀ କାର ବି…