State

ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ବିପୁଳ…

ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ

ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର…

ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍

ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ…

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ ।…

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ ।…

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ…

ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ…

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ…

ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

ମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ‘ଇଣ୍ଡିଆ’ ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ ପାର୍ଟିକୁ ସମର୍ଥନ…

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ…