State

ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍‌ ଜବତ, ଅଭିଯୁକ୍ତ ଚମ୍ପଟ

ବ୍ରହ୍ମପୁର : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ…

‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’

କଟକ: ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ ସିନିୟରମାନେ…

୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!

ଭୁବନେଶ୍ବର : ରାଜ୍ୟରେ ଶୀତର ଲହରୀ ଲାଗି ରହିଛି। ସାମାନ୍ୟ ବ୍ରେକ୍‌ ପରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଘନ କୁହୁଡି ମଧ୍ୟ ରାଜ୍ୟବାସୀଙ୍କୁ କଲବଲ କରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’

ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ…

ବିଶାଳ ଦାସ ଓ ତାଙ୍କ ସମର୍ଥକଙ୍କୁ ନୋଟିସ୍‌ ଦେଇ ଛାଡ଼ିଦେଲା ଛତିଶଗଡ଼ ପୁଲିସ

ଝାରସୁଗୁଡ଼ା: ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ସରାଇପାଲି, ଭଅଁରପୁର ଓ ସଙ୍କରା ଥାନାରେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଳ ଦାସ ଓ ତାଙ୍କ ସମର୍ଥକମାନଙ୍କୁ ପୁଲିସ ଆଜି ଅପରାହ୍‌ଣରେ ଛାଡ଼ିଦେଇଛି। ସେଠାକାର ପୁଲିସ…

ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ

ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ…

ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଆରଆଇ

ଖୋର୍ଦ୍ଧା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏଆରଆଇ । ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କଲା ଭିଜିଲାନ୍ସ । ବସୁନ୍ଧରା ଯୋଜନାରେ ଜାଗା…

ହଂସିକା ଓ ଅନୀଲଙ୍କ ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଠାବ

ଭୁବନେଶ୍ବର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗର ଚତୁର୍ଥ ଦିନରେ ବି ଚଢ଼ାଉ ଜାରି.ରହିଛି। ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି, ଯେଉଁଥିରେ ୧୭ କୋଟି ଟଙ୍କାର…

ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ…