State

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ…

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା…

ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ…

ମହାକୁମ୍ଭ ପାଇଁ ଓଡିଶାରୁ ଚାଲିବ ୮ଟି ବସ୍, ମହିଳାଙ୍କୁ ମିଳିବ ୫୦% ରିହାତି

ମହାକୁମ୍ଭ ପାଇଁ ଚାଲିବ ୮ ଟି ବସ୍ । ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡିଶାରୁ ୮ଟି ବସ୍ ଯିବ । ଏନେଇ ସୂଚନା ଦେଲେ ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ତେବେ ୧୨ ତାରିଖରେ ପ୍ରଥମ…

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ…

ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ…

‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି

ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି…

ଓଡିଶା ପ୍ରତି ଅବହେଳା ସଂପର୍କରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ନୂତନ ଭାବେ ଗଠିତ ଦକ୍ଷିଣତଟ ରେଲୱେ ଅଧିନକୁ ଚାଲିଯିବା ପରିପ୍ରେକ୍ଷୀରେ ଗଭୀର ଉଦ୍‌ବେଗ ପ୍ରକାଶ କରି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ତଥ୍ୟଭିତ୍ତିକ ପତ୍ର ଲେଖିଛନ୍ତି। ଶ୍ରୀ…

ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି…