State

ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ…

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ…

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ…

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି।…

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ…

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ

ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ…

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି…

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ…

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ୍‌

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା…

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ…