State

ଏନକାଉଣ୍ଟରରେ ଟଳିଲେ ୩ ମାଓବାଦୀ

ରାୟପୁର: ଛତିଶଗଡର ଗରିଆବନ୍ଧ ଜିଲ୍ଲାର ଇନ୍ଦାଗାଓଁ ଥାନା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। କାଣ୍ଡେଶ୍ୱର ଗ୍ରାମରେ ବସ୍ତର ବାଟାଲିୟନ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏହି ଏନକାଉଣ୍ଟରରେ…

ଭାଇ ଭଉଣୀଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଅନୁଗଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ…

୬ ଲକ୍ଷ ମୂଲ୍ୟର ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଜବତ

ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ । ଏହା ସହ ଘଟଣାସ୍ଥଳରୁ…

ଦୁଇ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ମୁଁ ଆଜି ଖଇରିଆ ପୋଷାକ ପିନ୍ଧୁଛି : ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

କଟକ : ଦୁଇଜଣ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ଆଜି ପିନ୍ଧୁଛି ଏହି ଖଇରିଆ ପୋଷାକ। କାହିଁକି ଏଭଳି କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। କିଏ ସେହି ଦୁଇ ପୂର୍ବତନ ମନ୍ତ୍ରୀ। କାହାକୁ ଟାର୍ଗେଟ କରିଛନ୍ତି ପ୍ରଭାତ ବିଶ୍ୱାଳ। ଖାଲି ସେତିକି…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

ଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି ।…

ଜିରୋନାଇଟରେ ରାଜରାସ୍ତାରେ ହାତାହାତି, ୪ ପୋଲିସଙ୍କୁ ନିଲମ୍ବିତ କଲେ SP

ନୟାଗଡ: ବିଶୃଙ୍ଖଳା ଆଚରଣକୁ ନେଇ ୪ ପୋଲିସ କର୍ମଚାରୀ ନିଲମ୍ବିତ । ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ sp। ସେମାନେ ହେଲେ, ଦିଲ୍ଲୀପ ବେହେରା, ମୁନା ବେହେରା, ସଞ୍ଜୟ ମହାପାତ୍ର, ଦୁର୍ଗା ମାଧବ ଦୋରା । ସମସ୍ତେ…

ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ…

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

ରାଉରକେଲା: ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର ସମୟରେ ବେଦବ୍ୟାସ,…

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ ସମାରୋହରେ ନୂତନ…

ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି, ଲୁଟିନେଲେ ୩୦ କେଜିର ସୁନା ଅଳଙ୍କାର

ସମ୍ବଲପୁର: ସ୍ପଷ୍ଟ ଦିବାଲୋକରେ ଡକାୟତି । ବନ୍ଧୁକ ମୁନରେ ବ୍ୟାଗ ଭର୍ତ୍ତି ସୁନା ଲୁଟ୍ ଅଭିଯୋଗ ହୋଇଛି । ଲୁଟିନେଲେ ୨୫ରୁ ୩୦ କେଜି ସୁନା । ସମ୍ବଲପୁର ଅଇଁଠାପାଲି ମଣପୁରମ୍ ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି ହୋଇଛି । ୬ରୁ…