State

ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ଡିସେମ୍ବର ୨୫…

ରୁଷର ‘ବ୍ରିକ୍ସ’ ଯୁବ ବୈଜ୍ଞାନିକ ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ ଝିଅ ମେଧା, ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆମ ସମାଜରେ ଏବେ ପ୍ରତିଦିନ ହାତୀ ଓ ମଣିଷ ଭିତରେ ଅନେକ ଘଟଣା ଓ ଅଘଟଣ ଦେଖିବାକୁ ମିଳେ । ତେବେ ଏସବୁ ଜନସଂଖ୍ୟା ବୃଦ୍ଧି, ଜଗତୀକରଣ, ଶିଳ୍ପ କାରଖାନା ଓ ଜଙ୍ଗଲରେ ମଣିଷର ଜବରଦଖଲ ଯୋଗୁଁ ହେଉଛି । ଦିନକୁ…

ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍

ଭୁବନେଶ୍ଵର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍ । ପ୍ରବାସୀ ଭାରତୀୟ ଦିବସ ବ୍ୟାଘାତ ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ । ତେବେ ଏହି ଧମକପୂର୍ଣ୍ଣ ମେସେଜ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲ୍‌କୁ ଆସିଛି । ଭିଡିଓ…

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ, ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌ । ବିଳମ୍ବିତ ରାତିରେ ଭୁବନେଶ୍ବର ଗାଡ଼କଣ ଡିପୋରେ ପହଞ୍ଚିଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙକ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ…

ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଶୀତ ପ୍ରକୋପ

ଭୁବନେଶ୍ଵର: ପ୍ରବଳ ଜାଡରେ ଥରୁଛି ଓଡିଶା । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। ବର୍ଷା ପ୍ରଭାବ କମିବା ପରେ ବଢ଼ିଛି ଶୀତର ପ୍ରକୋପ । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି…

ଆଇଏଏସ୍‌ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର : ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି…

ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ବର : ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ । ଓଡ଼ିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ କେନ୍ଦ୍ର ଖାରଜ କରିଛି । ଏଥର ଓଡ଼ିଶା ପକ୍ଷରୁ ମାଣିଆବନ୍ଧ ଶାଢୀ ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ବର…

ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ

ଭୁବନେଶ୍ବର : ଭୁବନେଶ୍ୱରରେ ଜମିବ ୭ ହଜାରରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଭିଡ଼। ସେଥିପାଇଁ ସଜେଇ ହେଉଛି ମନ୍ଦିର ମାଳିନୀ ସହର ଭୁବନେଶ୍ୱର। ସବୁଠି ଦେଖିବାକୁ ମିଳିଛି ଓଡ଼ିଶା କଳା ଓ ସଂସ୍କୃତିର ଝଲକ। ଏହି ମହା ଆୟୋଜନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶୁକ୍ରବାରଠୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ, ଡିସେମ୍ବର ୨୫ରୁ ଥିଲା ସ୍ଥଗିତ

ପୁରୀ ୨।୧: ନବବର୍ଷରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ ଶ୍ରୀମନ୍ଦିରକୁ ଭକ୍ତଙ୍କର ଆଗମନ ଜାରି ରହିଛି। ଆଜି ନବବର୍ଷର ଦ୍ବିତୀୟ ଦିବସରେ ମହାପ୍ରଭୁଙ୍କର ଦର୍ଶନ ପାଇଁ ମଧ୍ୟ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଛି। ତେବେ ଆଜିଠାରୁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ…

ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ବର ୨।୧: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି…