State

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍‌ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ…

୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।…

ଆସନ୍ତା ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରି ବାବୁ କମ୍ଭାମପତି

ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ…

ଜାନୁଆରି ୧୫ ସୁଦ୍ଧା ସରିବ ଇ-କେୱାଇସି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି। ଅନ୍ୟପଟେ…

ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା

ଭୁବନେଶ୍ଵର: ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଇ-କେୱାଇସି ଡାଟାବେସ୍‌କୁ ଆଧାର କରି ଏହି କାର୍ଡ ଦିଆଯିବ । ଯେଉଁମାନଙ୍କର ଇ-କେୱାଇସି ହୋଇନାହିଁ ସେମାନଙ୍କ…

ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ, ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା ହୋଇଛି । ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ…

ନୂଆବର୍ଷରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼; ବ୍ୟାରିକେଡ୍ ଭାଙ୍ଗି ଧସେଇ ପଶିଲେ ଭକ୍ତ

ପୁରୀ: ନୂଆବର୍ଷରେ ଜଗା ଦର୍ଶନ କରିବାକୁ ଛୁଟୁଛି ଭକ୍ତଙ୍କ ସୁଅ । ବିଶ୍ବାସ ରହିଛି ଯେ, ନୂଆ ବର୍ଷର ଆରମ୍ଭରେ ଜଗାର ଦର୍ଶନ କଲେ ବର୍ଷଟା ଯାକ ସୁଖ ଶାନ୍ତିରେ କଟିବ । ହେଲେ ପ୍ରବଳ ମାତ୍ରାରେ ଭିଡ଼ ଯୋଗୁଁ ଠେଲାପେଲା…

ବିଜେପି ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବ: ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ଓଡ଼ିଶାବାସୀ ରାଜ୍ୟରେ ପରିବର୍ତ୍ତନ ଆଣି ରାଜ୍ୟରେ ବିଜେପି ସରକାର ଆଣିଛନ୍ତି। ଡବଲ ଇଞ୍ଜିନ ସରକାରଙ୍କ ଫାଇଦା ‌ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି ବିଜେପି କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବେ। ଆଜି ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ…

ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗିର: ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା। ବଲାଙ୍ଗିର ଟାଉନ ଥାନା ତୁଳସୀନଗରରେ ୨ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ। ୨ ଗୁରୁତରଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ନୂଆବର୍ଷକୁ ସ୍ୱାଗତ କରିବା ପାଇଁ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାଇକରେ…

୨୦୨୪ରେ ରାଜଧାନୀରେ ବଢିଛି ସାଇବର ଅପରାଧ, ଗୋଟିଏ ବର୍ଷରେ ୮୨ କୋଟି ଠକେଇ

ଭୁବନେଶ୍ୱର: ସାମ୍ନାକୁ ଆସିଲା କମିଶନରେଟ ପୋଲିସର ବାର୍ଷିକ ରିପୋର୍ଟ। କମ୍ୟୁନିଟି ପଲିସିକୁ ଗୁରୁତ୍ୱ ଦେବ କମିଶନରେଟ ପୋଲିସ। ସାଧାରଣ ଲୋକଙ୍କ ସହଭାଗିତାରେ ହେବ ଅପରାଧ ନିୟନ୍ତ୍ରଣ। ନୂଆବର୍ଷରେ ନୂଆ ସଂକଳ୍ପ ନେବା ସହ ଅପରାଧ ତାଲିକା ପ୍ରକାଶ କରିଛି। ଭୁବନେଶ୍ୱର ୟୁପିଡ଼ିରେ…