State

ଜଳକାରେ ପୁଣି ବନ୍ୟା, ଜମିରେ ଲହଡ଼ି ମାରୁଛି ପାଣି

ଜଳେଶ୍ବର: ଜଳକାରେ ବନ୍ୟା ଯୋଗୁ ହତାଶ ହୋଇଛନ୍ତି ଚାଷୀ। ବନ୍ଯା ଜଳ ନିଷ୍କାସନ ସୁବିଧା ନଥିବାରୁ ଏବେ ବି ହଜାର ହଜାର ହେକ୍ଟର ଚାଷ ଜମିରେ ଲହଡି ମାରୁଛି ବନ୍ଯା ପାଣି। କିଛି ଦିନରୁ ପୂର୍ବରୁ ରୁଆ ଯାଇଥିବା ଧାନତଳି ପଚିଗଲାଣି।…

ବୈତରଣୀ ଓ ସାଳନ୍ଦୀରେ କମୁଛି ପାଣି, ଘାଇ ଯୋଗୁଁ ଏବେବି ୮ ଗାଁ ଜଳବନ୍ଦୀ

ଭଦ୍ରକ: ବିପଦ ସଙ୍କେତ ତଳେ ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର। ଆଖୁଆପଦାରେ ବୈତରଣୀ ନଦୀ ଜଳସ୍ତର ସତର୍କ ସଙ୍କେତ ଅତିକ୍ରମ କରି ବିପଦ ସଙ୍କେତ ଆଡକୁ ଯାଉଥିଲା। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ଥିବାବେଳେ ଏବେ ୧୮.୩ରେ ପ୍ରବାହିତ ହେଉଛି।…

ଆସୁଛି ଆଉ ୨ ଲଘୁଚାପ, ୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ…

ଧାନ ପଞ୍ଜୀକରଣ ପାଇଁ ବାଧ୍ୟତାମୂଳକ ନୁହେଁ ‘ଆଗ୍ରିଷ୍ଟାକ୍’ ଆଇଡି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ କିଛି ସ୍ଥାନରେ ଦ୍ୱନ୍ଦ୍ୱ ଉପୁଜିଥିଲା। ତେବେ ଧାନ କିଣା ପଞ୍ଜୀକରଣ ପ୍ରକ୍ରିୟାରେ କୌଣସି ଜଟିଳତା ନାହିଁ ବୋଲି ରବିବାର ଦିନ…

‘କୌନ ବନେଗା କରୋଡ଼ପତି’ ମଞ୍ଚରେ ମାଲକାନଗିରିର ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଦା

ମାଲକାନଗିରି: ଦିନେ ମାଆଙ୍କ ସହ ଜଙ୍ଗଲରୁ ମହୁଲ ଫୁଲ ଓ ଜାଳେଣି କାଠ ସଂଗ୍ରହ କରୁଥିବା ଝିଅ ଆଜି ପହଞ୍ଚିଛନ୍ତି ବଲିଉଡର ମେଗାଷ୍ଟାର୍ ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ ଟିଭି ଶୋ”କୌନ ବନେଗା କରୋଡ଼ପତି’ (କେବିସି)ମଞ୍ଚରେ । ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର…

ବଜ୍ରାଘାତରେ ଚାଲିଗଲା ଚାଷୀର ଜୀବନ, ୩ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ରବିବାର ହଠାତ୍ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବାବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ପାଲଲହଡା ଥାନା ଅନ୍ତର୍ଗତ ନାଥପୋସି ଗ୍ରାମରେ ସକାଳ ପ୍ରାୟ ୧୦ ଟାରୁ ୧୦.୩୦ ସମୟରେ ପ୍ରାୟ…

ଖୋଲିଲା ମନ୍ଦିରା ଡ୍ୟାମ୍‌ର ୬ ଗେଟ, ବ୍ରାହ୍ମଣୀରେ ବନ୍ୟା ଆଶଙ୍କା

ରାଉରକେଲା:ବ୍ରାହ୍ମଣୀରେ ବନ୍ୟା ଆଶଙ୍କା । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଖୋଲିଲା ମନ୍ଦିରା ଡ୍ୟାମ୍‌ର ୬ଟି ଗେଟ୍‌ । ସୁନ୍ଦରଗଡ଼ ଜିଲ୍ଲା କାଂଶବାହଲ ସ୍ଥିତ ଶଙ୍ଖ ନଦୀ ଉପରେ ନିର୍ମିତ ମନ୍ଦିରା ଡ୍ୟାମର ୧୧ଟି ଗେଟ୍ ମଧ୍ୟରୁ ୬ଟି ଗେଟ୍…

‘ଗୋ-ବ୍ୟାକ୍’ ନାରାକୁ ନେଇ ନବୀନଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର

ସମ୍ବଲପୁର : ‘ନିଟ୍’ ବିବାଦକୁ କେନ୍ଦ୍ର କରି ରାଜ୍ୟରେ ବିଜୁ ଜନତା ଦଳ ଏବଂ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ତୀବ୍ର ହେବାରେ ଲାଗିଛି । ଶନିବାର ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲଠାରେ ଆୟୋଜିତ…

ଏଣିକି NHରୁ ହଟିବେ ବୁଲା ଗାଈ ଗୋରୁ, ରାସ୍ତା କଡ଼ରେ ପ୍ରତି ୧୦୦ କିମିରେ ରହିବ ଗୋଶାଳା

ଭୁବନେଶ୍ୱର: ଦୁର୍ଘଟଣା ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଏଣିକି NHରୁ ହଟିବେ ଗୋରୁ ଗାଈ। ପରିବହନ ବିଭାଗ, NHAI ଓ ପ୍ରାଣୀ ସମ୍ପଦ ବିଭାଗର ମିଳିତ ଆକ୍ସନ। ରାସ୍ତା କଡ଼ରେ ପ୍ରତି ୧୦୦ କିମିରେ ହେବ ଗୋଟିଏ ଗୋଶାଳା। ଏନେଇ…

ଆସନ୍ତା ୧୨ରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଓଡ଼ିଶାରେ ହେବ ନାହିଁ ଦୃଶ୍ୟମାନ

ପୁରୀ : ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଅନୁଷ୍ଠିତ ହେବ । ତେବେ ଏହି ପୂର୍ଣ୍ଣ ଗ୍ରାସ ସୂର୍ଯ୍ୟପରାଗ ଭାରତ କିମ୍ବା ଓଡ଼ିଶାରେ ଦୃଶ୍ୟମାନ ହେବ ନାହିଁ । ସୂର୍ଯ୍ୟପରାଗ କିଛି କ୍ଷଣ ବା ମୁହୂର୍ତ୍ତ ପାଇଁ…