ବିବାହର ମାସେ ନପୂରୁଣୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମୀ
ସାଲେପୁର : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କଟକ ଜିଲ୍ଲା ନେମାଳ ଥାନା ସହଦେବପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ଵିତ ରାତିରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ଵାମୀ ଶୈଳେନ୍ଦ୍ର ମଲିକ।…