ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ, ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍ ବସ୍
ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍ ବସ୍ । ବିଳମ୍ବିତ ରାତିରେ ଭୁବନେଶ୍ବର ଗାଡ଼କଣ ଡିପୋରେ ପହଞ୍ଚିଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙକ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ…