State

ଜିରୋ ନାଇଟ ସେଲିବ୍ରେସନ ବେଳେ ଫୁଟିଲା ଗୁଳି, ୪ ଗୁରୁତର

ଖଲ୍ଲିକୋଟ: ନୂଆବର୍ଷ ଆରମ୍ଭରୁ ଅଘଟଣ । ଧୁମଧାମରେ ଜିରୋ ନାଇଟ୍‌ ସେଲିବ୍ରେସନ ଚାଲିଥିବାବେଳେ ନାଚଗୀତରେ ମସଗୁଲ ଥିଲେ ସମସ୍ତେ। ମାତ୍ର ହଠାତ୍‌ ଫୁଟିଲା ଗୁଳି ଓ ହେଲା ଅତର୍କିତ ଛୁରା ମାଡ଼। ଖଲ୍ଲିକୋଟରେ ଜିରୋ ନାଇଟରେ ଏହି ଗୁଳିକାଣ୍ଡ ଘଟିଛି। ରମ୍ଭାଥାନା…

ମଧ୍ୟରାତ୍ରିରେ ଶିମିଳିପାଳ ଫେରିଲା ବାଘୁଣୀ ଜୀନତ

ବାରିପଦା: ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ…

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ନୂଆବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । ରାଜ୍ୟବାସୀଙ୍କୁ…