State

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡ: ଅଭିଯୁକ୍ତଙ୍କୁ ନେଇ କ୍ରାଇମସିନ୍ ରିକ୍ରିଏସନ୍

ବ୍ରହ୍ମପୁର: ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ କ୍ରାଇମସିନ୍ ରିକ୍ରିଏସନ୍। ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି ପୋଲିସ । କେମିତି ଅପହରଣ କରିଥିଲେ? କାହିଁକି ଅପହରଣ କଲେ ଏବଂ କେମିତି ହତ୍ୟା କଲେ?…

ଟାୟାର କାରଖାନାରେ ଅଗ୍ନିକାଣ୍ଡ

ରାଜଗାଙ୍ଗପୁର : ପଦା ଜାମପାଲି ୧୦ ନମ୍ବର ରାଜପଥ ନିକଟସ୍ଥ ଏକ ଟାୟାର କାରଖାନାରେ ଆଜି ସକାଳ ପ୍ରାୟ ୭. ୩୦ ମିନିଟ ପାଖାପାଖି ହଠାତ ନିଆଁ ଲାଗିଯିବାରୁ କାରଖାନାରେ ମହଜୁତ ସମସ୍ତ ପୁରୁଣା ଟାୟାର ଜଳିଯାଇଛି। ସୂଚନା ପାଇ ରାଜଗାଙ୍ଗପୁର,…

ଜେଏସଡବ୍ଲ୍ୟୁ ପ୍ରକଳ୍ପରେ ଭୂତଳ ଜଳ ଉତ୍ତୋଳନ ନେଇ କମ୍ପାନୀକୁ ଏନଜିଟିର ନୋଟିସ

କୁଜଙ୍ଗ: ଅଭୟ ଚାନ୍ଦପୁର ଅନ୍ତର୍ଗତ ଢ଼ିଙ୍କିଆ ଚାରିଦେଶରେ ନିର୍ମାଣଧୀନ ଜେଏସଡବ୍ଲ୍ୟୁ ପ୍ରକଳ୍ପରେ ଭୂତଳ ଜଳ ଉତ୍ତୋଳନ ନେଇ ଏନଜିଟି ଛାଟ ଲାଗିଛି। କଲକାତା ସ୍ଥିତ ଏନଜିଟି ପୂର୍ବ ମଣ୍ଡଳ ବେଞ୍ଚର ବିଚାରପତି ଅରୁଣ କୁମାର ତ୍ୟାଗୀ ଓ ଈଶ୍ବର ସିଂହ ଭୂତଳ…

ଗଜପତି ମହାରାଜାଙ୍କ ବାରମ୍ବାର ଚିଠି ସତ୍ତ୍ବେ ହଷ୍ଟନରେ ଅଦିନିଆ ରଥଯାତ୍ରା କଲା ଇସ୍କନ

ପୁରୀ : ପୁଣି ଅମାନିଆ ଇସ୍କନ । ଅଦିନରେ ରଥଯାତ୍ରା କଲା ଆୟୋଜନ । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବାରମ୍ବାର ଚିଠି ଲେଖିବା ସତ୍ତ୍ବେ ଅଦିନିଆ ରଥଯାତ୍ରା ଆୟୋଜନ କରିଛି ଇସ୍କନ । ଗତ ଏପ୍ରିଲ ୧୧ ତାରିଖରେ…

ଏମବିଏ ଛାତ୍ରୀଙ୍କୁ ଦୁଷ୍କର୍ମ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରେ ଲଜ୍ଜା । ଏମବିଏ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ରୁମମେଣ୍ଟ ନଥିବାର ସୁଯୋଗ ନେଇ ଦୁଷ୍କର୍ମ କଲା ଅଭିଯୁକ୍ତ । ଇନଫୋଭ୍ୟାଲି ଥାନା ଗଙ୍ଗପଡ଼ାରେ ଘଟିଛି ଘଟଣା । ପୀଡ଼ିତାଙ୍କ ଘର ଛତିଶଗଡ଼ ବିଳାସପୁର ଅଞ୍ଚଳର ଥିବା ସୂଚନା…

ଭୁଲ୍ ଇଞ୍ଜେକସନ ନେଲା ନାବାଳକର ଜୀବନ ! ଡାକ୍ତରଖାନାରେ ଭଙ୍ଗାରୁଜା

ବାସୁଦେବପୁର : ଭୁଲ୍ ଇଂଜକସନରେ ନାବାଳକଙ୍କ ମୃତ୍ୟୁ ଅଭିଯୋଗ । ଭଦ୍ରଜ ଜିଲ୍ଲା ବାସୁଦେବପୁର ବ୍ଲକ ପଦ୍ମପୁର ମେଳାକସାହିର ଏଭଳି ଘଟଣା ଦେଖିବାକୁ ମିଳିଛି । ଏହି ସାହିର ଦେବକାନ୍ତ ବାରିକଙ୍କ ୧୫ ବର୍ଷର ପୁଅ ରକି ବାଡ଼ିରେ ଖେଲୁଥିବା ସମୟରେ…

ରାଇସ ମିଲରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

କଣ୍ଟାମାଳ : ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନୁଆଁପାଲି ନବକିରଣ ରାଇସ ମିଲରେ ଅଘଟଣ । ମିଲରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ମନମୁଣ୍ଡା ଥାନା…

ଆମ୍ବ ଗୋଟାଇବା ବେଳେ ଦଳିଦେଲା ଦନ୍ତା, ଚାଲିଗଲା ବୃଦ୍ଧାଙ୍କ ଜୀବନ

ଢ଼େଙ୍କାନାଳ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ। ହାତୀ ଆକ୍ରମଣରେ ବୃଦ୍ଧା ମୃତ। ଢେଙ୍କାନାଳ ସଦର ରେଞ୍ଜ ସଂସାଇଲ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଗୀତାଞ୍ଜଳି ସାହୁ । ଆଜି ସକାଳେ ସେ ତୋଟାକୁ…

ଶାଶୁଘର ପଛପଟୁ ବୋହୂର ମୃତଦେହ ଉଦ୍ଧାର

ମହାକାଳପଡ଼ା: ଶାଶୁଘର ପଛପଟେ ବୋହୂର ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ବେଣାକନ୍ଧା ଗାଁରେ ନିଜ ଶାଶୁଘର ପଛପଟ ବିଲରେ ବୋହୁର ଅର୍ଦ୍ଧଦଗ୍ଧ ମୃତ ଦେହ ପଡ଼ିଛି । ମୃତକ ହେଲେ…

୩ ରଥର ଅଖ ନିର୍ମାଣ ଲାଗି କନ୍ଧମାଳରୁ ପୁରୀ ଗଲା କାଠ

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ କନ୍ଧମାଳରୁ ପୁରୀ ଗଲା ରଥକାଠ । ପ୍ରଥମଥର ପାଇଁ କନ୍ଧମାଳ ଜିଲ୍ଲା କୋଟଗଡ଼ ବନାଞ୍ଚଳରୁ ରଥଯାତ୍ରା ପାଇଁ କାଠ ଯାଇଛି । ଏହି କାଠ ୩ ରଥର ଅଖ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ କରାଯିବ ।…