State

ବାହାଘର ପ୍ରୋଶେସନ ବେଳେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୋଲସରା: ବଡ଼ ଭାଇର ବାହାଘରରେ ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ସାନଭାଇକୁ ବରବେଶରେ ଜଗିରହିଛି ବଡ଼ଭାଇ । ଏହିଭଳି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପୋଲସରା ଥାନା ବାଲିଘାଇ ଗାଁରେ ।…

ପର୍ଯ୍ୟଟନ ଭବନରୁ ଅଲଗା ହେବ ଭାରତୀୟ ପର୍ଯ୍ୟଟନ କାର୍ଯ୍ୟାଳୟ, ନୋଟିସ ଦେଲେ ରାଜ୍ୟ ପର୍ଯ୍ୟଟନ ବିଭାଗ ସଚିବ

ଭୁବନେଶ୍ୱର: ପର୍ଯ୍ୟଟନ ଭବନରୁ ଅଲଗା ହେବ ଭାରତୀୟ ପର୍ଯ୍ୟଟନ କାର୍ଯ୍ୟାଳୟ । ଦୀର୍ଘ ୧୭ବର୍ଷ ପରେ ଏହା ଅଲଗା ହେବାକୁ ଯାଉଛି । ରାଜ୍ୟ ପର୍ଯ୍ୟଟନ ବିଭାଗ ସଚିବ ଅଚାନକ କାର୍ଯ୍ୟାଳୟ ଖାଲି କରିବାକୁ ଭାରତୀୟ ପର୍ଯ୍ୟଟନ ବିଭାଗର ସହକାରୀ ନିର୍ଦ୍ଦେଶକଙ୍କୁ…

ପଶ୍ଚିମ ଓଡ଼ିଶାରେ ୪୩ ଡିଗ୍ରୀ ଛୁଇଁଲା ପାରଦ, ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରୁ ଉପକୂଳ ଓଡ଼ିଶାବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶନିବାରଠାରୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। କିନ୍ତୁ ଅନ୍ୟପକ୍ଷରେ, ରାଜ୍ୟର ଆଭ୍ୟନ୍ତରୀଣ ତଥା ପଶ୍ଚିମ ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମର ପ୍ରକୋପ ଜାରି ରହିଛି।…

ସମୁଦ୍ର ପଥରେ ଭାରତକୁ ଆସିପାରୁନି ତେଲ: ଓଡ଼ିଶାରେ କଟକଣା ଲାଗୁ, ନମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ମଧ୍ୟପ୍ରାଚ୍ୟରେ ଜାରି ରହିଛି ଯୁଦ୍ଧ । ଏହି ସମୟ ଭିତରେ ତୈଳ ସଙ୍କଟ ଦେଖାଦେଇଛି । ହର୍ମୁଜ୍ ପଥ ଦେଇ ତେଲ ଆସି ପାରୁନଥିବାରୁ ଭାରତରେ ଏହାର ପ୍ରଭାବ ପରିଲିକ୍ଷିତ ହେଉଛି । ଯାହାକୁ ନେଇ ଓଡିଶା ସରକାର ଆଜି…

କାର୍ଯ୍ୟରତ ସାମ୍ବାଦିକଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ

ସମ୍ୱଲପୁର: ସମ୍ୱଲପୁରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହ ମାରିଦେବାକୁ ଦିଆଗଲା ଧମକ। ସମ୍ବଲପୁର ଜିଲ୍ଲାରେ ଏକ ଧାର୍ମିକ କାର୍ଯ୍ୟକ୍ରମ କଭରେଜ୍ କରିବା ସମୟରେ ଜଣେ ସାମ୍ବାଦିକଙ୍କୁ ହଇରାଣ କରାଯିବ ସହ ତାଙ୍କୁ ହତ୍ୟା ଧମକର…

ବେଆଇନ ଗୋଦାମ ଉପରେ ଚଢ଼ାଉ, ୫୦୦ ଏଲପିଜି ସିଲିଣ୍ଡର ଜବତ

କଟକ:୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ । ଆଜି ସକାଳେ କଟକ ସଦର ଥାନା ଅନ୍ତର୍ଗତ ବାରଙ୍ଗ ବ୍ଲକର ବ୍ରାହ୍ମଣ ଝରିଲୋରେ ଏକ ବେଆଇନ ଗୋଦାମ ଉପରେ ପୁଲିସ୍‌, ଜିଲ୍ଲା ପ୍ରଶାସନ ଏବଂ ସିଭିଲ ଯୋଗାଣ ଅଧିକାରୀଙ୍କ ଏକ ମିଳିତ ଟିମ୍…

ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୪୭ ମାଓ କ୍ୟାଡର

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସକୁ ବଡ଼ ସଫଳତା । ତେଲେଙ୍ଗାନା ପୋଲିସ ନିକଟରେ ମୋଟ ୪୭ ଜଣ ମାଓ କ୍ୟାଡର ୩୨ଟି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହିତ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଯାହା ବସ୍ତର ନକ୍ସଲ…

ଏସବିଆଇରେ ଗ୍ରାହକଙ୍କୁ ଆକ୍ରମଣ ଘଟଣା ; ମ୍ୟାନେଜର ନିଲମ୍ବିତ

ଆରଡି : ଭଦ୍ରକ ଜିଲା ଆରଡି ପୀଠରେ ଥିବା ଏସବିଆଇ ଶାଖାରେ କିଛିଦିନ ଧରି କ୍ୟାସିୟର ଜିତେନ୍ଦ୍ର ପ୍ରସାଦ ଦାସ ଗ୍ରାହକଙ୍କୁ ଅଶାଳିନ ବ୍ୟବହାର କରିବା ସହ ନାନା ପ୍ରକାରର ଅସୁବିଧା ଆଳ ଦେଖାଇ ଗ୍ରାହକଙ୍କୁ ଅସୁବିଧାରେ ପକାଉଥିବା ଅଭିଯୋଗ ହେଉଥିଲେ…

ବିହାରୀ ଠକ ଗ୍ୟାଙ୍ଗକୁ ବାନ୍ଧିଲା ପୁଲିସ, ସିଦ୍ଧ ପଣ୍ଡିତ ନାଁରେ ଘରେ ପଶି ଲୁଟୁଥିଲେ

ସୁନ୍ଦରଗଡ଼ : ବିହାରୀ ଠକ ଗ୍ୟାଙ୍ଗ ଗିରଫ । ସିଦ୍ଧ ପଣ୍ଡିତ ନାଁରେ ଘରେ ପଶି ଲୁଟୁଥିଲେ ଟଙ୍କା ଓ ଗହଣା। ସୁନ୍ଦରଗଡ଼ ପୋଲିସର ତ୍ୱରିତ କାର୍ଯ୍ୟାନୁଷ୍ଠାନ ଯୋଗୁ ଧରାପଡ଼ିଲା ଗ୍ୟାଙ୍ଗ୍ । ଏମାନଙ୍କ ଠାରୁ ପିତ୍ତଳ ମୂର୍ତ୍ତି, ପୂଜାପାଠ ବହି,…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ନିଲମ୍ବିତ

ନବରଙ୍ଗପୁର : ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଅଭିଯୋଗ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ସ୍କୁଲ ତଦନ୍ତ କମିଟିର ରିପୋର୍ଟ ଆଧାରରେ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି । ପ୍ରଧାନଶିକ୍ଷକଙ୍କ ଅସଦାଚରଣ ନେଇ ନିଜେ…