ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ଜଗା ଓହରିଲେ, ମମତା ରହିଲେ ।  ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ବିଜେପି ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ ଦାଖଲ କରିବା ପରେ ଜଗନ୍ନାଥ ମଧ୍ୟ…

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ: ‘ତଦନ୍ତ ଚାଲିଛି, ସବୁ ସ୍ପଷ୍ଟ ହେବ’

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚକୁ ନେଇ ଏବେ ତାତିଛି ରାଜନୀତି । ସେ ତାଙ୍କ ବ୍ୟକ୍ତିଗତ କାମରେ ସରକାରୀ ଖର୍ଚ୍ଚରେ ହେଲିକପ୍ଟର ବ୍ୟବହାର କରୁଥିଲେ ବୋଲି ଅଭିଯୋଗ ହୋଇଥିଲା । ଯାହାକୁ…

କଂଗ୍ରେସରେ ବିଭାଜନ ସୃଷ୍ଟି ହେଉଛି : ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର: କଂଗ୍ରେସର ଫାୟାର ବ୍ରାଣ୍ଡ ନେତା ହେଉଛନ୍ତି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। ହେଲେ ତାଙ୍କୁ କୁଆଡ଼େ କଂଗ୍ରେସ ଭିତରେ ବିରୋଧ କରାଯାଉଛି। ବିଜେପି ଓ ବିଜେଡିଙ୍କ ପରି କଂଗ୍ରେସରେ ତାଙ୍କୁ ବିରୋଧ କରାଯାଉଛି। ସେଥିପାଇଁ ସେ ନିଜକୁ ନିଜ…

ଭି. କେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଓ ହେଲିପ୍ୟାଡ ନିର୍ମାଣର ତଦନ୍ତ କରାଯିବ: ପୂର୍ତ୍ତ ଓ ଆଇନ ମନ୍ତ୍ରୀ

ଭୁବନେଶ୍ବର:୨୦୨୪ ନିର୍ବାଚନ ବେଳେ ଓ ତା ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ବୋଲି ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହାକୁ ନେଇ ଏବେ ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସିଛନ୍ତି। ଏନେଇ ରାଜ୍ୟ…

ଭି.କେ.ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚର ତଦନ୍ତ ହେବ: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଭି.କେ ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚକୁ ନେଇ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଆରମ୍ଭ ହେବ ଏବଂ ଏନେଇ ଖୁବ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭି.…

ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ନବୀନ

ଭୁବନେଶ୍ଵର: ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବସିଥିବା ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକରେ ଏନେଇ ସୂଚନା ଦେଇଛନ୍ତି ନବୀନ । ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଭେଟିବେ ନବୀନ…

ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୁବନେଶ୍ବର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ବୈଠକ ଚାଲିଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ  ବିଜୟ ସିଂ ତୋମର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଅଛନ୍ତି।…

ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି…

ପିସିସି ସଭାପତି ନେଇ ତାରାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ଏଥର ନିର୍ବାଚନରେ କଂଗ୍ରେସ ବହୁ ପଛରେ ଚାଲିଛି । ସେ ଭୋଟ ହେଉକି ନେତା ଚୟନ ସବୁଥିରେ ଫେଲ୍ ମାରିଛି କଂଗ୍ରେସ । ବହୁ କଳ୍ପନା ଜଳ୍ପନା ପରେ ଚଳିତ ବିଧାନସଭାର ପ୍ରଥମ ଅଧିବେଶନର ଦିନକ ପୂର୍ବରୁ ଓଡିଶା ପିସିସି…

ମମତା ମହନ୍ତଙ୍କ ଆସିବା ଟ୍ରେଲର ଥିଲା, ଆଗାମୀ ଦିନରେ ଭଲ ଫିଲ୍ମ ଦେଖିବେ: ସାଂସଦ ଅପରାଜିତା

ଭୁବନେଶ୍ଵର: କୁଡୁମୀ ନେତ୍ରୀ ମମତା ମହନ୍ତ ବିଜେଡି ତ ଛାଡିଲେ ରାଜ୍ୟସଭା ସଦସ୍ୟତା ଛାଡି ବିଜେଡିକୁ ଦୁର୍ବଳ କରି ଦେଇଗଲେ। ଏହାପରେ ଆରମ୍ଭ ହେଲା ରାଜନୈତିକ ଚର୍ଚ୍ଚା। ରାଜ୍ୟ ରାଜନୀତି ଏବେ ସରଗରମ। ମମତା ମହାନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା…