ବିଜେପିରୁ ହିମାଂଶୁ ଶେଖର ସାହୁ ବହିଷ୍କୃତ
ଦଳ ବିରୋଧୀ କାର୍ଯ୍ୟ କାରଣରୁ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ହିମାଂଶୁ ଶେଖର ସାହୁଙ୍କୁ ବିଜେପି ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର…
