ବିଜେପି ନେତାଙ୍କ ହାତକୁ ପଥରରେ ଛେଚି ଦେଲେ ବିଜେଡି କର୍ମୀ

ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ଆଜି ହୋଇଛି ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ତୋଟାପଡ଼ାରେ ତାଙ୍କ ଉପରେ ହୋଇଛି ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ସହିତ ତାଙ୍କର ୫ ସାଥୀଙ୍କ ଉପରେ ହୋଇଛି ଆକ୍ରମଣ। ବିଜେଡି କର୍ମୀମାନେ ଏହି…

କେନ୍ଦ୍ରାପଡ଼ାରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ କଲେ ଟାର୍ଗେଟ

କେନ୍ଦ୍ରାପଡା: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଆଜି ଓହ୍ଲାଇଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡା ସଭାରେ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ସରକାରଙ୍କ ଯୋଜନା…

ମୁଖ୍ୟମନ୍ତ୍ରୀ ତାମିଲନାଡୁରୁ ନେତା ଭଡ଼ାରେ ଆଣିଛନ୍ତି: ଧର୍ମେନ୍ଦ୍ର

ସଭା ଓ ସମିତି ପାଇଁ ମାଇକ୍‌ ଭଡ଼ାରେ ଆସେ। ହେଲେ ମୁଖ୍ୟମନ୍ତ୍ରୀ ନେତା ଭଡ଼ାରେ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ତାମିଲ୍‌ନାଡୁରୁ ନେତା ଭଡ଼ାରେ ଆଣିଛନ୍ତି। ଆମେ କଣ ଏହାକୁ ସ୍ୱୀକାର କରିବା କି ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନ…

କର୍ମୀମାନଙ୍କୁ ପାଣ୍ଡିଆନଙ୍କ ଆଶ୍ବାସନା; ‘ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ’

ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ ।…

ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି

ଭୁବନେଶ୍ବର: ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି ।ପାଣ୍ଡିଆନ ଓଡ଼ିଶାରେ ଆତଙ୍କରାଜ ସୃଷ୍ଟି କରିବାକୁ ଚାହୁଁଛନ୍ତି ଏହିଭଳି କହି ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୨୪ ନିର୍ବାଚନରେ ଅଧିକ ଭୟଭୀତ ହୋଇ ବିଜେଡି ଏଭଳି ହିଂସା…

ନବୀନ ବାବୁଙ୍କୁ ପାଣ୍ଡିଆନ ମୁଣ୍ଡଜାମିନ୍‌ ରଖିଛନ୍ତି: ହେମନ୍ତ ବିଶ୍ୱଶର୍ମା

ନବୀନ ବାବୁଙ୍କୁ ଭି.କେ ପାଣ୍ଡିଆନ ମୁଣ୍ଡ ଜାମିନ୍‌ ରଖିଛନ୍ତି। ଆଜି ଏପରି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ପାଟକୁରାରେ ଆୟୋଜିତ ନିର୍ବାଚନୀ ସଭାରେ ସେ ଏମିତି କହିଛନ୍ତି। ବିଶ୍ୱଶର୍ମା କହିଛନ୍ତି, ଏ ରାଜ୍ୟକୁ ଯଦି ଭଲ…

ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର

ଭୁବନେଶ୍ବର: ଚଳିତ ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପ୍ରସଙ୍ଗ ନେଇ ପରସ୍ପରଙ୍କୁ ଆରୋପ ଲଗାଉଛନ୍ତି ।ସେହିପରି ଆଜି ପ୍ରେସମିଟ କରି ବିଜେପି ଚାଷୀଙ୍କ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ଚାଷୀଙ୍କ ପ୍ରତି ବିଶ୍ୱାସଘାତ କରିଛି…

୩୪୮ ପ୍ରାର୍ଥୀଙ୍କ ନାଁରେ ମାମଲା, ନିର୍ବାଚନ ଲଢ଼ୁଛନ୍ତି ୪୧୨ କୋଟିପତି

ଭୁବନେଶ୍ବର: ପ୍ରକାଶ ପାଇଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ । ୧୪୭ ବିଧାନସଭାର ମୋଟ୍ ୧୨୮୫ ପ୍ରାର୍ଥୀଙ୍କୁ ନେଇ ଏଡିଆର୍‌ ଆଜି ରିପୋର୍ଟ ପ୍ରକାଶ କରିଛି। ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରେ ୩୨% ଅର୍ଥାତ୍‌ ୪୧୨ ଜଣ କୋଟିପତି ପ୍ରାର୍ଥୀ ରହିଛନ୍ତି। ଯେଉଁଥିରେ…

ଅଡ଼ୁଆରେ ବିଜେଡିର ଛେଣ୍ଡିପଦା ବିଧାୟକ, ଭୋଟରଙ୍କୁ ଆକ୍ରମଣ ଘଟଣାରେ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଗୋଟିଏ ପଟେ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ଅଭିଯୋଗରେ ଜେଲ୍ ଯାଇଛନ୍ତି। ଅନ୍ୟପଟେ ବିଜେପି ନେତାଙ୍କ ଅଭିଯୋଗ ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜେଡିର ଛେଣ୍ଡିପଦା ବିଧାୟକ ତଥା ପ୍ରାର୍ଥୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ…

ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି: ବିଜେଡି

ଭୁବନେଶ୍ଵର: ନିର୍ବାଚନ ଯୋଗୁଁ ବିରୋଧୀ ମିଛ ଓ ଭୁଲ ତଥ୍ୟ ଦେଇ ଭ୍ରମ ସୃଷ୍ଟି କରୁଛନ୍ତି । ଶକ୍ତିର ଆବଶ୍ୟକତା ବଢିଲେ ଦେଶର ବିକାଶ ହୁଏ । ମେକ ଇନ୍ ଓଡିଶା ପରି କାର୍ଯ୍ୟକ୍ରମ ଦ୍ୱାରା ଶିଳ୍ପ ଆସୁଛି । ମାଗଣା…