ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୁବନେଶ୍ବର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ବୈଠକ ଚାଲିଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ  ବିଜୟ ସିଂ ତୋମର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଅଛନ୍ତି।…

ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି…

ପିସିସି ସଭାପତି ନେଇ ତାରାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ଏଥର ନିର୍ବାଚନରେ କଂଗ୍ରେସ ବହୁ ପଛରେ ଚାଲିଛି । ସେ ଭୋଟ ହେଉକି ନେତା ଚୟନ ସବୁଥିରେ ଫେଲ୍ ମାରିଛି କଂଗ୍ରେସ । ବହୁ କଳ୍ପନା ଜଳ୍ପନା ପରେ ଚଳିତ ବିଧାନସଭାର ପ୍ରଥମ ଅଧିବେଶନର ଦିନକ ପୂର୍ବରୁ ଓଡିଶା ପିସିସି…

ମମତା ମହନ୍ତଙ୍କ ଆସିବା ଟ୍ରେଲର ଥିଲା, ଆଗାମୀ ଦିନରେ ଭଲ ଫିଲ୍ମ ଦେଖିବେ: ସାଂସଦ ଅପରାଜିତା

ଭୁବନେଶ୍ଵର: କୁଡୁମୀ ନେତ୍ରୀ ମମତା ମହନ୍ତ ବିଜେଡି ତ ଛାଡିଲେ ରାଜ୍ୟସଭା ସଦସ୍ୟତା ଛାଡି ବିଜେଡିକୁ ଦୁର୍ବଳ କରି ଦେଇଗଲେ। ଏହାପରେ ଆରମ୍ଭ ହେଲା ରାଜନୈତିକ ଚର୍ଚ୍ଚା। ରାଜ୍ୟ ରାଜନୀତି ଏବେ ସରଗରମ। ମମତା ମହାନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା…

ବିଜେଡି ବସା ଖାଲି ହୋଇଯିବ : ଅରବିନ୍ଦ ଢାଲି

‘‘ବିଜେଡିର ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି। ଦଳରେ ଥିବା ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିବ, ଦଳ ଖଣ୍ତବିଖଣ୍ଡ ହୋଇଯିବ।” ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ବିଜେପିରେ ମିଶିବା ପରେ ଏପରି ଢଙ୍ଗରେ ବିଜେଡିକୁ…

ବିଜେପିରେ ମମତା ଯୋଗ ଦେବା ପରେ ବିଜେଡି-ବିଜେପି ମଧ୍ୟରେ ତୁ ତୁ ମେଁ ମେଁ

ଭୁବନେଶ୍ୱର: ଗତକାଲି ବିଜେଡି ଦଳ ସହ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିଲେ ସାଂସଦ ମମତା ମହାନ୍ତ | ଆଜି ସେ ବିଜେପିରେ ଯୋଗ ଦେବା ପରେ କହିଛନ୍ତି ଯେ ବିଜୁ ଜନତା ଦଳରେ ମୋର ଆବଶ୍ୟକତା ପଡୁନି | ସେଥିପାଇଁ ଲୋକଙ୍କ…

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ  ଶୂନ୍ୟକାଳରେ ସଙ୍ଗୀନ ଅଭିଯୋଗ ଉଠାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ସରକାରଙ୍କୁ ଉଠାଇଲେ ପ୍ରଶ୍ନ। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ ଚାଲିଥିବା…

ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

ଭୁବନେଶ୍ବର : ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ।…

ବୀର ମାଧୋ ସିଂଙ୍କ ନାମରେ ବୟାନ ପ୍ରତିବାଦ : ଘେଁସରେ ବନ୍ଦ ପାଳନ, ସୁରଙ୍କ କ୍ଷମା ପ୍ରାର୍ଥନା

ବରଗଡ଼ : ବୀର ମାଧୋ ସିଂଙ୍କ ପ୍ରତି ବରିଷ୍ଠ ନେତା ସୁର ରାଉତରାୟଙ୍କ ବୟାନ ପ୍ରତିବାଦରେ ସୋହେଲା ବ୍ଲକ ଘେଁସରେ ବନ୍ଦ ପାଳନ। ଘେଁସ ଗାଁରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଲୋକ କବି ହଳଧର ନାଗ ଧାରଣାରେ ବସିଛନ୍ତି…

ବଜେଟ୍‌ ଆଲୋଚନାରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ବର: ବଜେଟ ଆଲୋଚନାରେ ଭାଗ ନେଇ ରାଜ୍ଯ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପ୍ରଥମେ ସେ କଟାକ୍ଷ କରି କହିଛନ୍ତି-ନୂଆ ସରକାରକୁ ଧନ୍ଯବାଦ ଯେ, ବିଜେଡି ସରକାରର ୮୦% ରୁ ଅଧିକ ଯୋଜନାକୁ ଆପଣେଇଛନ୍ତି…