ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ, ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ଭୋଟିଂରେ ବିଳମ୍ବ
ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଥିଲା। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩…
