ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ…

ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଛତ୍ରପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ଆଜି (ଏପ୍ରିଲ୍ ୩୦) ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ମନ୍ତ୍ରୀ…

ବିଜେପିରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ

ସମ୍ବଲପୁୁର: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ବିଜେପିରୁ ଇସ୍ତଫା ଦେଇଛନ୍ତି। ଚଳିତଥର ତାଙ୍କ ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ନିକଟରେ ତାଙ୍କ ପତ୍ନୀ ଓ ପୁଅ ବିଜେଡିରେ ଯୋଗଦେଇଥିଲେ। ଏହାପରେ ସେ ବିଜେପିରୁ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା

ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ…

କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ

ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସ‌େ ନିଜର ଇସ୍ତଫାପତ୍ର…

ଝାରସୁଗୁଡ଼ା ଆସନ ପାଇଁ ନାମାଙ୍କନ ଭରିଲେ ପ୍ରାର୍ଥୀ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ। ଝାରସୁଗୁଡ଼ା ଆସନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ଅମିତା ବିଶ୍ବାଳ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଟଙ୍କଧର ନିଜ ହଜାର ହଜାର…

କୁଚିଣ୍ଡାରେ ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ କ୍ଯାମ୍ପେନ

କୁଚିଣ୍ଡା : କୁଚିଣ୍ଡାରେ ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ କ୍ଯାମ୍ପେନ । କୁଚିଣ୍ଡା କଲେଜ ପଡ଼ିଆ ଠାରେ ଆୟୋଜିତ କାର୍ଯ୍ୟକର୍ତ୍ତା ସମାବେଶରେ ବିଡେଜିର ସମ୍ବଲପୁର ସାଂସଦ ପ୍ରାର୍ଥୀ କୁଚିଣ୍ଡା ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ମେ ୨୫ ତାରିଖ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ ଲୋକସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ସେହିପରି କଟକ, ପୁରୀ, ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ୬…

ଆସନ୍ତା ୩ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ରାୟଗଡ଼ା: ଗତକାଲି ଅର୍ଥାତ୍ ଏପ୍ରିଲ ୨୮ ତାରିଖରେ କଂଗ୍ରେସର ହେବିୱେଟ ନେତା ରାହୁଲ ଗାନ୍ଧୀ ସାଲେପୁର ଆସି ମଞ୍ଚରୁ ଦେଇଥିଲେ ରେଣହୁଙ୍କାର। ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ତେବେ ସାଲେପୁରରେ କଂଗ୍ରେସର ପ୍ରଚାର…

ବିଜୟ ସଂକଳ୍ପ ସମାବେଶରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଜେପି ନଡ୍ଡାଙ୍କ ଉଦ୍‌ବୋଧନ

ଭୁବନେଶ୍ବର/ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ବିକାଶ ଦିଲ୍ଲୀରେ କରୁଛନ୍ତି, ତାହା ଓଡ଼ିଶାରେ ମଧ୍ୟ କରିବେ। ମୋଦୀଙ୍କ ରାଜନୀତିରେ ଭାରତ ବଦଳିଛି। ଏହା ବିଶ୍ବ କହୁଛି। ପରିବର୍ତ୍ତିତ ଭାରତରେ ଉତ୍ସାହ ଦେଖାଯାଉଛି। ଭାରତୀୟ ଜନତା ପାର୍ଟି (ବିଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ‌ଜଗତ ପ୍ରକାଶ…