ବିଜେପିରେ ମିଶିଲେ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ଗତକାଲି ବିଜେଡି କାଟିଥିଲା ଟିକେଟ। ଆଜି ବିଜେପିରେ ଯୋଗ ଦେଲେ ବିଧାୟିକା ସୀମାରାଣୀ ନାୟକ। ଲଗାତାର ଦୁଇ ଥର ହିନ୍ଦୋଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ସୀମାରାଣୀଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ…

ଓଡ଼ିଶା ବିଜେପି ମହିଳା ବିରୋଧୀ, ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି

ଭୁବନେଶ୍ୱର:  ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ। ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏପ୍ରିଲ ୨୦୨୪ରେ  ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର।ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଛନ୍ତି ବିଜେଡି…

କାଲିଠୁ କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର : କାଲିଠୁ କମ୍ପିବ ପ୍ରଚାର ମୈଦାନ । କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୨୪ ସାଧାରଣ ନିର୍ବାଚନରେ ପ୍ରଥମ ଥର ଗ୍ରାଉଣ୍ଡ ଜିରୋରେ ପ୍ରଚାର ଆରମ୍ଭ କରିବେ ନବୀନ ।  ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ କରିବେ…

ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିଲା ବିଜେପିର ୪୦ ଜଣିଆ ତାଲିକା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ।…

୨୦୨୪ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେନି ଅମର ଶତପଥୀ

ଭୁବନେଶ୍ୱର: ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍‌ କଟିବା ପରେ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଅମର ଶତପଥୀ ଦଳରେ ରହିବେ ନା ଛାଡିବେ ସେ…

ରାଜନୀତିରୁ ସନ୍ନ୍ୟାସ ନେବି, ଶେଷ ଯାଏଁ ସାମାଜିକ ସେବା ଜାରି ରଖିବି: ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ପରେ ରାସେଶ୍ବରୀ ପାଣିଗ୍ରାହୀଙ୍କ ପ୍ରେସମିଟ । ଇସ୍ତଫା ଦେବା ପରେ ରାସେଶ୍ୱରୀ ପ୍ରେସମିଟ୍‌ କରି କହିଛନ୍ତି, ସମ୍ବଲପୁରର ଅସ୍ମିତା ପାଇଁ ବିଜେଡି ଛାଡିଲି। ଦଳ ଯେଭଳି ନିଷ୍ପତ୍ତି ନେଲା, ସମ୍ବଲପୁର ପାଇଁ ଅବମାନନା ଥିଲା। ‘ଯାହାକୁ ଅଯୋଗ୍ୟ…

ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ

ଗଞ୍ଜାମ: ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ । ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା ଓ କବିସୂର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ସ୍ବାଇଁ ଇସ୍ତଫା ଦେଇଛନ୍ତି । ଇସ୍ତଫା ପଛର କାରଣ ବ୍ୟକ୍ତିଗତ ବୋଲି ଉଭୟ ଉଲ୍ଲେଖ କରିଛନ୍ତି…

ଏପ୍ରିଲ ୨୮ ଏବଂ ମେ ୩ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ଵର: ଓଡିଶା ଆସିବେ ରାହୁଲ ଗାନ୍ଧୀ । କରିବେ ନିର୍ବାଚନୀ ପ୍ରଚାର । ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।…

ପ୍ରଚାର ବେଳେ ବିଜେଡି ନେତା ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ: ପୁରୀ ଲୋକସଭା ଆସନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀ ଅରୂପ ପଟ୍ଟନାୟକ ପିପିଲିରେ ପ୍ରଚାର କରୁଥିବା ବେଳେ ଅସୁସ୍ଥ ହୋଇପଡିଛନ୍ତି। ପ୍ରବଳ ଗରମ ଏବଂ ଆର୍ଦ୍ରତା ତାଙ୍କ ହଠାତ୍ ଅସୁସ୍ଥତାର ସମ୍ଭାବ୍ୟ କାରଣ ବୋଲି କୁହାଯାଇଛି। ପୂର୍ବରୁ ମୁମ୍ବାଇ…

ପ୍ରାର୍ଥିପତ୍ର ଦାଖଲ କଲେ ତାରା, ପ୍ରଦୀପ୍ତ, ପ୍ରଦୀପ ଓ ମାଳବିକା

ଜୟପୁରରୁ କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ୁଥିବା ତାରାପ୍ରସାଦ ବାହିନୀପତି ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି ଜୟପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ତାରା ବାହିନୀପତି। ନାମାଙ୍କନ ଦାଖଲ ବେଳେ…