ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା

ଭୁବନ‌େଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ୬ଟି ଆସନରୁ ୫ଟିରେ ପ୍ରାର୍ଥୀ ବଦଳାଯାଇଥିବାବେଳେ କାକଟପୁରରେ କିନ୍ତୁ ଅପରିବର୍ତ୍ତିତ ରଖିଛି ଦଳ। ଏଥର ହିନ୍ଦୋଳରୁ…

ଓଡ଼ିଆ ଭାଷାରେ ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ର ଜାରି କଲା ବିଜେପି

ଭୁବନେଶ୍ୱର: ଚଳିତ ନିର୍ବାଚନ ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ଇସ୍ତାହାର ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ରର ଓଡ଼ିଆ ସଂସ୍କରଣ ଉନ୍ମୋଚନ କରିଛି। ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ ମୁଖ୍ୟାଳୟରେ ଏହି ଦସ୍ତାବିଜ ଉନ୍ମୋଚନ କରାଯାଇଛି। ଯେଉଁଥିରେ ବରିଷ୍ଠ…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର

ଭୁବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର । ଆଜି ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହେବା ପରେ…

ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହେବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସସପେଣ୍ଡ

ବୌଦ୍ଧ: ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଲମ୍ବସରୀର ରାଧାମାଧବ ହାଇସ୍କୁଲର ସତ୍ୟନାରାୟଣଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ…

ମାଲକାନଗିରିରେ ଶଙ୍ଖ ଛାଡ଼ି ପଦ୍ମ ଧରିଲେ ୨୦ରୁ ଊର୍ଦ୍ଧ୍ବ ତୁଙ୍ଗନେତା

ମାଲକାନଗିରି: ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ଲକ୍ଷ୍ମୀପ୍ରିୟାକୁ ଟିକଟ ଦେବା ପରେ ଇସ୍ତଫାର ସୁଅ ଛୁଟୁଥିଲା। ମାଥିଲି ବ୍ଲକ ଅଧ୍ୟକ୍ଷ, ଖଇରପୁଟ ବ୍ଲକ ଅଧ୍ୟକ୍ଷ ସମେତ ଏହି ଦୁଇ ବ୍ଲକର ଉପାଧ୍ୟକ୍ଷ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଥିଲେ। ଆଜି ମାଥିଲିର ବ୍ରାହ୍ମଣଗୁଡା ଠାରେ…

ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ବର୍ଷା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ନବୀନ ନିବାସରେ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ପହଞ୍ଚିଛନ୍ତି ଅଭିନେତ୍ରୀ ବର୍ଷା । ବଡ଼ଚଣାରୁ ବିଜେଡି ବିଧାୟକ ପ୍ରାର୍ଥୀ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଏହାପରେ ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ଶୁଭେଚ୍ଛା…

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ…

ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ । ଆଜି ବିଜେପି…

ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ବର: ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି । ବିଜେପି ଅଭିଯୋଗ କରିଛି ଯେ, ବିଜେଡି ନେତା ତଥା 5-ଟି ଅଧ୍ୟକ୍ଷ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି ।…

କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ : ସୁର ରାଉତରାୟ

ଭୁବନେଶ୍ୱର : କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ । ସାନ ପୁଅ ମନ୍ମଥ ରାଉତରାୟ ପାଇଁ ପ୍ରଚାର କରିବି । ଏହା କହିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ । ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କୁ କଂଗ୍ରେସ ୬ ବର୍ଷ…