ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା, ମୋଟ୍ ୭୫ ଆସନ ପାଇଁ ତାଲିକା ଜାରି

ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା…

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ସରୋଜ ସାହୁ

ବିଜେଡିକୁ ପୁଣି ଲାଗିଛି ଝଟକା। ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳର ଜଣଙ୍କ ଜଣେ ବରିଷ୍ଠ ନେତା ଇସ୍ତଫା ଦେବାରେ ଲାଗିଛନ୍ତି। ଏହିକ୍ରମରେ ଆଜି ବିଜେଡିର ରାଜ୍ୟ ସଂପାଦକ ସରୋଜ କୁମାର ସାହୁ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…

ବିଜେପି ନେତାଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ନେତା, କର୍ମୀ ଓ ପ୍ରାର୍ଥୀ ମାନେ ମହିଳାଙ୍କ ଚରିତ୍ର ସଂହାର କରୁଛନ୍ତି । ଆଶା ଅଙ୍ଗନୱାଡ଼ି, ମିଶନଶକ୍ତି ମହିଳାଙ୍କ ପରି ତୃଣ ମୂଳ ସ୍ତରରେ କାମ…

ପୁରୀରେ ଶଙ୍ଖ ଚିହ୍ନକୁ ଘୋଡ଼ାନଯାଉ ବୋଲି ବିଜେଡି କଲା ନିବେଦନ

ଭୁବନେଶ୍ୱର: ନିକଟରେ ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇ ପୁରୀ ବଡ଼ଦାଣ୍ଡରେ ଥିବା ଶଙ୍ଖ ଚିହ୍ନର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଓଡ଼ିଶା ବିଜେପିର ଅଭିଯୋଗର ଜବାବରେ ନିର୍ବାଚନ…

ନବୀନ ନିବାସରେ ଅଭିନେତା ଓ ଅଭିନେତ୍ରୀ

ଭୁବନେଶ୍ୱର : ବିଜେଡି ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଜଣାଶୁଣା ଓଲିଉଡ ଷ୍ଟାର । ୨୪ ନିର୍ବାଚନରେ ସିନେ ଷ୍ଟାରଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲେ ମଧ୍ୟ ସେମାନେ ପ୍ରଚାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇବେ । ଅଧିକରୁ ଅଧିକ ସମର୍ଥନ ଯୋଗାଡ଼ ପାଇଁ ପ୍ରୟାସ…

ଏପ୍ରିଲ ୧୫ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ କଂଗ୍ରେସ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି।…

ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ…

ମୁଁ ବିଜେପିରେ ଅଛି : ଦିଲୀପ ରାୟ

ଦିଲ୍ଲୀରୁ ଫେରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ମିଳିଛି। ସାଧାରଣ ଲୋକ ଓ ବିଜେପି କର୍ମୀମାନେ ତାଙ୍କୁ ବାଣ ଫୁଟାଇ ସ୍ୱାଗତ କରିଛି। ଦିଲୀପ ରାଏଙ୍କ ସହିତ ବିଜେପିର ସୁନ୍ଦରଗଡ଼ ସଂସାଦ…

୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ : ତୋମାର

ଭୁବନେଶ୍ୱର  : ଦୁଇ ତିନି ଦିନ ଭିତରେ ଆସିବ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନହରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏହା କହିଛନ୍ତି ବିଜେପି ଓଡିଶା ପ୍ରଭାରୀ ବିଜୟ…