ନିର୍ବାଚନ କମିଶନଙ୍କ ନାଁ ନେଇ ସରକାରୀ ଅଫିସରଙ୍କୁ ଧମକାଉଛି ବିଜେପି : ସସ୍ମିତ ପାତ୍ର
ଭୁବନେଶ୍ୱର : ନିର୍ବାଚନ କମିଶନଙ୍କ ନାଁ ନେଇ ସରକାରୀ ଅଫିସରଙ୍କୁ ବିଜେପି ନେତା ଧମକାଉଛନ୍ତି । ଏଭଳି ଗୁରୁତର ଅଭିଯୋଗ ଆଣିଛି ବିଜେଡି । ପ୍ରେସମିଟରେ ସସ୍ମିତ ପାତ୍ର ଅଭିଯୋଗ କରିଛନ୍ତି ତହସିଲଦାର, ବିଡିଓ, ଆଇଆଇସିଙ୍କୁ ଧମକ ଦିଆଯାଉଛି । ତାଙ୍କ ପାଇଁ…
