ବିଜେଡିର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା ‌କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି…

ଟିକେଟ୍‌ ନ ମିଳିବା ଆମ ପରିବାରକୁ ଆଘାତ ଦେଇଛି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ମଙ୍ଗଳବାର କଂଗ୍ରେସ ଉଭୟ ଲୋକ ସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । କଂଗ୍ରେସ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳ ତାର ପ୍ରାର୍ଥୀ ତାଲିକାରେ କିଛି ପୁରୁଣା…

ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।…

ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ…

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ…

ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି

ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ ନୂତନ…

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରାଯାଇଥିବାରୁ…

ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ…

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ…

ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା

ଭୁବନେଶ୍ବର: ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ନେତା ମାନଙ୍କର ଦଳଡିଆଁ ପର୍ବ ସେତିକି ଅଧିକ ଚାଲୁଛି । କିଏ ଟିକେଟ୍ ଆଶାରେ ଅନ୍ୟ ଦଳରେ ସାମିଲ ହେଉଛି ତ ଆଉ କିଏ ଦଳରେ ଅଲୋଡା ହୋଇ ଦଳ ଛାଡୁଛି ।…