ବିଭିନ୍ନ ପଦପଦବୀ ପାଇଁ ବିଜେଡିରେ ନୂଆ ନିଯୁକ୍ତି
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲା ପାଇଁ ବିଜେଡିର ନୂଆ ନିଯୁକ୍ତି । ରଞ୍ଜନ କୁମାର ସାହୁଙ୍କୁ ଦେବଗଡ଼ ଜିଲ୍ଲା ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ପବିତ୍ର ଭୁତିଆଙ୍କୁ ଦେବଗଡ଼ ବିଧାନସଭା ଆସନ ପାଇଁ ବିଧାନସଭା କ୍ଷେତ୍ର ସଂଯୋଜକ ଭାବେ ମିଳିଛି ନିଯୁକ୍ତି ।…
