ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫର୍ମେସନ୍ ହେବ: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ବିଜେଡିକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ,‘‘ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫମର୍ମେସନ୍ ହେବ । ମୋଦିଙ୍କ ନେତୃତ୍ୱରେ ସାରା ଦେଶରେ ଟ୍ରାନ୍ସଫର୍ମେସନ୍ ହେଉଛି । ଓଡ଼ିଶାରେ ବି ଟ୍ରାନ୍ସଫର୍ମେସନ୍ ହେବ ।…

ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର: ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ ହେଲା ପରେ ଅରବିନ୍ଦ ଢ଼ାଲି କହିଛନ୍ତି,‘‘ବିଜେପି ଓଡ଼ିଶାରେ…

ରାଜ୍ୟରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେନି ବିଜେପିର ନିର୍ବାଚନ ସହ ପ୍ରଭାରୀ

ଭୁବନେଶ୍ବର: ରାଜ୍ୟରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେନି ବିଜେପିର ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି। କହିଲେ ଓଡ଼ିଶାରେ ହେବ ଡବଲ ଇଞ୍ଜିନ ସରକାର । ବିଜେଡି ସହିତ ଡବଲ ଇଞ୍ଜିନ ସରକାର କି ପ୍ରଶ୍ନରେ ସିଧାସଳଖ ଉତ୍ତର ଦେଇନଥିଲେ ।…

ରାଜଧାନୀରେ ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ସରକାରଙ୍କ ବିରୋଧରେ ତାତିଲା ଯୁବ କଂଗ୍ରେସ । ସରକାରଙ୍କ ବିଫଳତାକୁ ମୁଦ୍ଦା କରି ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ…

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ ।…

ଶଙ୍ଖ ଭବନରେ ବୈଠକ ପରେ ନବୀନ ନିବାସ ଗଲେ ଦୁଇ ବିଧାୟକ

ଭୁବନେଶ୍ବର: ପୁରୀ ଜିଲ୍ଲା ସତ୍ୟବାଦୀକୁ ନେଇ ଦୁଇ ବିଧାୟକଙ୍କ ମଧ୍ୟରେ ଉପୁଜିଥିବା ବିବାଦ ନବୀନ ନିବାସରେ ପହଞ୍ଚିଛି। ସ୍ଥାନୀୟ ଶଙ୍ଖ ଭବନର ଆୟୋଜିତ ବୈଠକ ପରେ ବିଧାୟକ ଉମା ସାମନ୍ତରାୟ ଓ ସଂଜୟ ଦାସବର୍ମାଙ୍କ ସହିତ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ରାଜ୍ୟରେ ମିଳିତ ସରକାର ନେଇ କେନ୍ଦ୍ର ନିଷ୍ପତ୍ତି ନେବ: ବିଜୟପାଲ ସିଂହ ତୋମାର

ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ୧୦୦ ଲୋକସଭା ପ୍ରାର୍ଥୀଙ୍କ ନାମ। ଏହି ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୨ରୁ ୩ ଜଣଙ୍କ ନାଁ ରହିପାରେ। ଏହା କହିଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର। ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ଏଭଳି…

ନବୀନ ନିବାସରେ ଟିକେଟ ଆଶାୟୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ଭିଡ଼

ଭୁବନେଶ୍ୱର : ନବୀନ ନିବାସରେ ଗହଳି। ଟିକେଟ ଆଶାୟୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ଭିଡ଼। ନବୀନ ଓଡ଼ିଶା ଓ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। କିଛିଦିନ ଭିତରେ ରାଜ୍ୟ ସରକାର ବିଭିନ୍ନ କର୍ମଚାରୀ…

ରାଜଧାନୀରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ…

ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ…