କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି।…

ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ

ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି…

‍ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର : କେନ୍ଦ୍ରାପଡ଼ା ରାଜନୀତିରେ ନୂଆ ସମୀକରଣ। ବିଜେଡିରେ ମିଶିଲେ ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ରାଜନଗର ନିର୍ବାଚନମଣ୍ଡଳୀର ହଜାର ହଜାର ସମର୍ଥକଙ୍କ ସହ ଶଂଖ ଭବନରେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି । ହଜାର ହଜାର ସମର୍ଥକଙ୍କ…

ବିଜେପିର କୋର କମିଟି ଗଠିତ: ସ୍ଥାନ ପାଇଲେ ମନମୋହନ, ବୈଜୟନ୍ତଙ୍କ ସମେତ ଧର୍ମେନ୍ଦ୍ର ଓ ଅଶ୍ବିନୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ବିଭିନ୍ନ କମିଟି ଗଠନ କରିଛି। ଏଥିରେ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି ଓ ଫାଇନାନ୍ସ କମିଟି ସାମିଲ ଅଛି। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସଂପାଦକ ଅରୁଣ…

ଓଡ଼ିଶାରୁ ପୁଣି ଥରେ ରାଜ୍ୟସଭା ନିର୍ବାଚନ ଲଢ଼ିବେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ କରିଛି ବିଜେପି। ଶାସକ ବିଜେଡି ସମର୍ଥନରେ ୨୦୧୯ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ବୈଷ୍ଣବ ପୁଣିଥରେ ଦ୍ବିତୀୟ ଥର ପାଇଁ ପ୍ରାର୍ଥୀ ହେବେ। ବିଜେପିର ଅନେକ ବିଧାୟକ ଭୁବନେଶ୍ୱରରେ ପହଂଚିଛନ୍ତି କିମ୍ବା…

ହାତ ଛାଡିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

କେନ୍ଦ୍ରାପଡ଼ା: ପାଖେଇ ଆସୁଛି ୨୦୨୪ ନିର୍ବାଚନ । ଏହାପୂର୍ବରୁ ଓଡିଶା କଂଗ୍ରେସକୁ ଲାଗିଛି ଶକ୍ତ ଝଟ୍‌କା । କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ତେବେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଅଂଶୁମାନ…

ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। …

ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ତିନି ବରିଷ୍ଠ ନେତା

ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି…

୧୩ ଜିଲ୍ଲାରେ ବଦଳିଲେ କଂଗ୍ରେସ ସଭାପତି

ଭୁବନେଶ୍ୱର:ତୃଣମୂଳ ସ୍ତରରେ ଦଳକୁ ସୁଦୃଢ଼ କରୁଛି କଂଗ୍ରେସ। ୧୧ଟି ଜିଲ୍ଲାରେ ୧୩ଟି ଜିଲ୍ଲା କଂଗ୍ରେସ କମିଟିର ସଭାପତି ବଦଳିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିସ କ୍ରମେ ଜିଲ୍ଲାସ୍ତରରେ ସଂଗଠନକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନଙ୍କୁ ପରିବର୍ତ୍ତନ…