ମିନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜର ଘର ସଜାଡ଼ିବାରେ ଲାଗି ପଡିଛି। ନିର୍ବାଚନ ଯେତିକି ପାଖେଇ ଆସୁଛି ଓଡ଼ିଶା କଂଗ୍ରେସ ସେତିକି ଚଳଚଞ୍ଚଳ ହୋଇ ଉଠୁଛି। ଗତକାଲି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଓଡ଼ିଶା ଗସ୍ତ ପରେ ଆଜି କଂଗ୍ରେସ ସାଂଗଠନିକ…

ନିର୍ବାଚନ ଲଢ଼ିବେନି କଂଗ୍ରେସର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର

ଭୁବନେଶ୍ୱର  : ୨୪ ନିର୍ବାଚନ ଲଢ଼ିବେ କିଛି ଭେଟରାନଙ୍କ ପୁଅ । ବାପାଙ୍କ ସ୍ଥାନରେ ସେମାନେ ମଇଦାନକୁ ଓହ୍ଲାଇବେ । ଏନେଇ ଆରମ୍ଭ ହେଲାଣି ଚର୍ଚ୍ଚା । ଆସନ୍ତା ନିର୍ବାଚନ ଲଢ଼ିବେନି କଂଗ୍ରେସର ଭେଟରାନ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର…

୧୯ ଜଣିଆ ରାଜ୍ୟ ମୁଖପାତ୍ରଙ୍କ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ନିଜର ମୁଖପାତ୍ର ତାଲିକା ଘୋଷଣା କରିଛି । ୧୯ ଜଣ ମୁଖପାତ୍ର, ୧୨ ଜଣ ପ୍ୟାନେଲିଷ୍ଟ ଏବଂ ରାଜ୍ୟ ଗଣମାଧ୍ୟମ ସଂଯୋଜକ ନାମ ଘୋଷଣା କରିଛି । ସୁଜିତ୍ କୁମାର ଦାସଙ୍କୁ ଦଳର…

ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କଲେ ଖଡ଼ଗେ

ଭୁବନେଶ୍ୱର: ରାଜ୍ୟ ଅତିଥି ଭବନରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କରିଛନ୍ତି | ୨୦୨୪ ନିର୍ବାଚନକୁ ନେଇ ବୈଠକରେ ଆଲୋଚନା ହୋଇଥିବାବେଳେ ବୈଠକରେ ସିପିଆଇ ନେତା ଅଭୟ ସାହୁ, ସିପିଆଇଏମର…

ବିଜେଡି ଓ ବିଜେପି ଉପରେ ବର୍ଷିଲେ ମଲ୍ଲିକାର୍ଜୁନ ଖଡ଼ଗେ

ଭୁବନେଶ୍ୱର: ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ କରିଛି, ଆଜି ଓଡିଶା ବଞ୍ଚାଅ ସମାବେଶରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ଖଡ଼ଗେ | ସେ କହିଛନ୍ତି ମୋଦୀ ସବୁବେଳେ କହୁଛନ୍ତି ୭୦ ବର୍ଷରେ କଣ କରିଛି…

ବିଜେପି ଓ ବିଜେଡି ମଧ୍ୟରେ ଲଭମ୍ୟାରେଜ ହୋଇଯାଇଛି: ଖଡ଼ଗେ

ଭୁବନେଶ୍ବର: ଓଡିଶା ବଞ୍ଚାଅ ସମାବେଶରେ ଆଜି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ଖଡ଼ଗେ | ସେ କହିଛନ୍ତି ଯେ କଂଗ୍ରେସ ପାଇଁ ଓଡିଶା ସବୁବେଳେ ମହତ୍ୱପୂର୍ଣ୍ଣ ସ୍ଥାନ ନେଇଛି | ବିଜୁ ପଟ୍ଟନାୟକଙ୍କ ସହ ନେହେରୁଙ୍କ ଘନିଷ୍ଠ…

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ସମାବେଶରେ ଜିଲ୍ଲା ସଭାପତି, ବ୍ଲକ…

ଧରଣୀଧର ବିଶ୍ବବିଦ୍ୟାଳୟ‌ରେ ନିର୍ମାଣାଧୀନ ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବ: ୫ଟି ଅଧ୍ୟକ୍ଷ

କେନ୍ଦୁଝର: ସ୍ଥାନୀୟ ଧରଣୀଧର ବିଶ୍ବବିଦ୍ୟାଳୟ‌ ପଡ଼ିଆରେ ନୂଆ-ଓ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ଜୀବନରେ ସଫଳତା ପାଇବାକୁ ହେଲେ କ’ଣ କରିବା ଦରକାର ସେ ନେଇ ଗୁରୁମନ୍ତ୍ର ଦେଇଛନ୍ତି। ଏହାସହ…

ଘର କାନ୍ଥରେ ଦଳୀୟ ଷ୍ଟିକର ମାରିବା ସହ ବିଜେପିକୁ ଭୋଟ ଦେବା ପାଇଁ ନିବେଦନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଟାର୍ଗେଟ କରି ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ବୁଥ ଜନ ସମ୍ପର୍କ ଅଭିଯାନ। ଭୁବନେଶ୍ୱରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୯ ନମ୍ବର ବୁଥରେ ଭେଟିଲେ ସାଧାରଣ ଲୋକଙ୍କୁ। ରାଜନୈତିକ ଓ ସଂଗଠନ କାମକୁ…

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ  କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…