ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥ ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଛି । ଏହି ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ପୂର୍ବରୁ ପ୍ରମୋଦ ରଥଙ୍କ…
