ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ କାହିଁକି ଗଠନ ହୋଇନି କମିଟି-ରତ୍ନଭଣ୍ଡାର ପ୍ରସଙ୍ଗରେ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର:ତାତିଲା ରତ୍ନଭଣ୍ଡାର ରାଜନୀତି । ରତ୍ନଭଣ୍ଡାର ଖୋଲିବା ଓ ମରାମତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । କଂଗ୍ରେସ ପକ୍ଷରୁ ଏ ନେଇ ଆଜି ପୁରୀରେ ବିରାଟ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିବାବେଳେ ବିଜେପି ମଧ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି ।…

କାର୍ତ୍ତିକ ମାସ ପୂର୍ବରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବିରେ ଗର୍ଜିଲା କଂଗ୍ରେସ

ପୁରୀ: ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ…

କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟର ବୈଠକ । କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ । ଓଡ଼ିଶା ପାଇଁ ଇଣ୍ଡିଆ ମେଣ୍ଟର ରଣନୀତି ପ୍ରସ୍ତୁତ । ନିଜ ସପକ୍ଷରେ ଜନମତ ସଂଗ୍ରହ ପାଇଁ ରାଜ୍ୟରେ ଇଣ୍ଡିଆ ମେଣ୍ଟ…

୨୦୨୪ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର

ବଲାଙ୍ଗୀର: ରାଜ୍ୟ ରାଜନୀତିର ଅନ୍ୟତମ ଟାଣୁଆ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ସ୍ଥାନରେ ସାନପୁଅ ସମରେନ୍ଦ୍ର ମିଶ୍ର କଂଗ୍ରେସ ଦଳରୁ ଲଢ଼ିବା ଆପାତଃତ ସ୍ଥିର ହୋଇଥିବା ଶ୍ରୀ…

ସ୍କୁଟି ଯୋଜନା ରାଜ୍ୟ ସରକାରଙ୍କ ନିର୍ବାଚନୀ ଧୂଆଁବାଣ: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସ୍କୁଟି ଯୋଜନା ନିର୍ବାଚନୀ ଧୁଆଁବାଣ । କେବଳ ସ୍ୱୟଂ ସହାୟକ ଗୋଷ୍ଠିର ୨ ଲକ୍ଷ ମିଶନ ଶକ୍ତିର ମା’ ମାନଙ୍କୁ ସ୍କୁଟି ଦେଇଦେଲେ ମହିଳାମାନେ ସଶକ୍ତ ହେଇଯିବେ କି? ରାଜ୍ୟର ୭୦ଲକ୍ଷ ସ୍ୱୟଂସହାୟିକା ମହିଳାମାନଙ୍କର ଦିନକୁ…

ବିଜେଡି ଶାସନରେ ଅତିଷ୍ଠ ସାଧାରଣ ଲୋକ ବିଜେପି ମୁହାଁ : ସମୀର ମହାନ୍ତି

ଭୁବନେଶ୍ୱର: ଦିନକୁ ଦିନ ସରଗରମ ହେଉଛି ରାଜନୈତିକ ମାହୋଲ । ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ବୟାନବାଜି ସେତେ ଜୋର ଧରୁଛି । ଓଡ଼ିଶାରେ ବିଜେପି-ବିଜେଡି ଯେମିତି ବାକ ଯୁଦ୍ଧ ଚାଲିଛି । ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଆଜି …

ବିଜେପି ସାଂସଦମାନେ ଦିବାସ୍ୱପ୍ନ ଦେଖାନ୍ତି, ପ୍ରତିଶ୍ରୁତି ଦିଅନ୍ତି, ହେଲେ କାମ ବେଳକୁ ଭୁଲି ଯାଆନ୍ତି- ବିଜେଡି

ଭୁବନେଶ୍ୱର: ଜାତୀୟ ରାଜପଥକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । କଟକ-ସମ୍ବଲପୁର ଜାତୀୟ ରାଜପଥ ଅତ୍ୟନ୍ତ ଦୟନୀୟ   ସ୍ଥିତିରେ ରହିଛି । ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅବହେଳା ଏବଂ ରକ୍ଷଣା ବେକ୍ଷଣ ଅଭାବରୁ ଶହ ଶହ ଦୁର୍ଘଟଣା ଘଟୁଛି ।…

ରାଜ୍ୟ ସଭାପତିଙ୍କ ରାଲିରେ ଦୁଇ ବିଜେପି ନେତା ପିଟାପିଟି

ବଲାଙ୍ଗିର: ବଲାଙ୍ଗିରରେ ପଦାରେ ପଡ଼ିଛି ବିଜେପିର ଗୋଷ୍ଠୀ କନ୍ଦଳ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ରାଲି ବେଳେ ଦଳୀୟ ନେତା ପିଟାପିଟି ହୋଇଛନ୍ତି। ଉଭୟ ଗୋଷ୍ଠୀର ସମର୍ଥକ ବି ମୁହାଁମୁହିଁ ହୋଇଛନ୍ତି। ଆଜି ବିଜାଖମନରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ବଲାଙ୍ଗିର…

ଅନୁଗୁଳ-ଗଜପତି ପାଇଁ ୪ ନେତାଙ୍କୁ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ଅନୁଗୁଳ ଓ ଗଜପତି ଜିଲ୍ଲା ପାଇଁ ୪ ନେତାଙ୍କୁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ଦିଆଯାଇଛି । ଅନୁଗୁଳ-ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚିନ୍ମୟ ସାହୁଙ୍କୁ ଦାୟିତ୍ବ ଦିଆଯାଇଛି  । ନେଫୁ ଦାସ ଛେଣ୍ଡିପଦା-ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର…

ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା, ଶୁଭାରମ୍ଭ କଲେ ନବୀନ ପଟ୍ଟନାୟକ

ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା। ଭୁବନେଶ୍ବର ଏକାମ୍ର ନିର୍ବାଚନମଣ୍ଡଳୀରୁ ରାଜ୍ୟବ୍ୟାପୀ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବଡଗଡ଼ ବ୍ରିଟ୍ କଳିଙ୍ଗ ବିଜୁ ଆଦର୍ଶ କଲୋନୀରେ ପଦଯାତ୍ରାରେ ସାମିଲ ହୋଇଥିଲେ ନବୀନ ।…