ଆଜିଠୁ ଶଙ୍ଖ ଭବନରେ ମାଷ୍ଟର ଟ୍ରେନର ତାଲିମ ଶିବିର

ଭୁବନେଶ୍ବର: ଆଜିଠୁ ଆରମ୍ଭ ହୋଇଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ ଶିବିର । ଶଙ୍ଖ ଭବନରେ ଏହି ଶିବିର ଚାଲିବ । ତୃଣମୂଳସ୍ତରରୁ ନେତା ଓ କର୍ମୀଙ୍କୁ ନିର୍ବାଚନ ପାଇଁ ଦିଆଯିବ ଗୁରୁମନ୍ତ୍ର। ଏହି କାର୍ଯ୍ୟକ୍ରମ ୩୭ ଦିନ ଯାଏ ଚାଲିବ।…

ଜି-୨୦ ରାତ୍ରୀ ଭୋଜନରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ଉପରେ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ…

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ…

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର…

ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ ସୌମ୍ୟ

ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ।  ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି…

ବ୍ଲାକମେଲ୍‌ କରୁଛନ୍ତି ସୌମ୍ୟ ବାବୁ; ଅତନୁ

ଭୁବନେଶ୍ୱର: ସୗମ୍ୟଙ୍କ ସମ୍ପାଦକୀୟ ବାଣ ଦଳୀୟ ନେତାଙ୍କ ମନରେ ଏବେ ପଶୁଛି । ତେଣୁ ୨୦ ଦିନ ପରେ ବିଜେଡି ବିଧାୟକ ସୌମ୍ୟଙ୍କୁ ଘେରିଛନ୍ତି  ନେତା, ମନ୍ତ୍ରୀ । ଦଳ ଭିତରୁ  ଆରମ୍ଭ ହୋଇଛି ଘନ ଘନ ଆଟାକ ।   …

ନିଲମ୍ବନ ପରେ ମୁହଁ ଖୋଲିଲେ ମନ୍ମଥ; କହିଲେ, ‘ଭଲ ହେଲା

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବିତ ହେଲା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । କହିଲେ, ‘ଦଳରୁ ବାହାର କରି କରି ଭଲ କଲେ । ମତେ ଆଗକୁ ଯିବା ପାଇଁ ରାସ୍ତା ଦେଖାଇ ଦେଲେ…

କଂଗ୍ରେସରୁ ନିଲମ୍ବିତ ହେଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର:ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି କଂଗ୍ରେସ। ମନ୍ମଥ ରାଉତରାୟଙ୍କୁ ଦଳରୁ ନିଲମ୍ବିତ କରିଛି କଂଗ୍ରେସ । ଦଳର ଶୃଙ୍ଖଳା କମିଟି ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କିଛି ଦିନ ତଳେ ମନ୍ମଥ ଗଣମାଧ୍ୟମକୁ କଂଗ୍ରେସ…

କଂଗ୍ରେସରୁ ପ୍ରାର୍ଥୀ ହେବେ ନାହିଁ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ

ଭୁବନେଶ୍ୱର:ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଆଗାମୀ ନିର୍ବାଚନ ଲଢିବେ । କିନ୍ତୁ କଂଗ୍ରେସରୁ ନୁହେଁ । ପ୍ରାୟ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଧାୟକ ସୁର ରାଉତରାୟ ୭ ମାସ ପୂର୍ବରୁ  ରାଜନୀତିରୁ ସନ୍ୟାସ ନେବେ ବୋଲି…