ଟୁଇଟରେ ବିଜେଡିକୁ ଜବାବ ମାଗିଲା ବିଜେପି

ଭୁବନେଶ୍ୱର:ଟୁଇଟରେ ଟାର୍ଗେଟ । ବିଜେଡିକୁ ଜବାବ ମାଗିଲା ବିଜେପି । ବିଜେପି ଓଡ଼ିଶା ମୁଖପାତ୍ର ତେଜେଶ୍ୱର ପରିଡା ବିଜେଡି ସାଂସଦଙ୍କୁ କରିଛନ୍ତି ଟାର୍ଗେଟ । ସାଂସଦ ସସ୍ମିତ ପାତ୍ର ଗତକାଲି ବିଜେପି ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ କରି ଆକ୍ଷେପ କରିଥିଲେ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇ ଗାଡି ଉପରକୁ ପାଣିବୋତଲ ଓ ଅଣ୍ଡା ମାଡ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧାବାଟରେ ଅଟକାଇଲେ ।  ଅଣ୍ଡା,  ପାଣିବୋତଲ ମାଡ କଲେ  । ଏମିତି ଭାବେ ଆଜି ପ୍ରଦୀପ ସମର୍ଥକ ଓ  ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି । ପରିସ୍ଥିତି ବିଷୟରେ…

ପାଣ୍ଡିଆନଙ୍କ ଗସ୍ତକୁ ନେଇ ବିଜେପି ନେତାଙ୍କୁ ଉଠାଇ ନେଲା ପୋଲିସ, ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇଲେ ବିଜେଡି କର୍ମୀ

ବ୍ରହ୍ମପୁର:୫ଟି ସଚିବଙ୍କ ୩ ଦିନିଆ ଗଞ୍ଜାମ ଗସ୍ତକୁ ନେଇ ରାଜ୍ୟ ରାଜନୀତି ପଡୁଛି ଉଠୁଛି । ୫ଟିଙ୍କ ଗସ୍ତକୁ ନେଇ ଜୋରଦାର ବିରୋଧ କରିଛନ୍ତି ଗୋପାଳ ପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିଲେ ହେଁ ସେ…

ମୁଖ୍ୟମନ୍ତ୍ରୀ ଏସ୍‌‌ଆର୍‌‌ଆଇଏମ୍‌‌ ଯୋଜନା ଆରମ୍ଭ

ଭୁବନେଶ୍ୱର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌‌ଏସ୍‌‌ଏମ୍‌‌ଇ) କ୍ଷେତ୍ରର ଆହୁରି ସମୃଦ୍ଧି ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି, ‘ଚିଫ୍‌‌ ମିନିଷ୍ଟର୍ସ ସ୍କିମ୍‌‌ ଫର୍ ରିମ୍ବର୍ସମେଣ୍ଟ ଅଫ୍‌‌ ଇଣ୍ଟ୍ରେଷ୍ଟ ଟୁ ଏମ୍‌‌ଏସ୍‌‌ଏମଇ (ସିଏମ୍‌‌-ଏସ୍‌‌ଆରଆଇଏମ୍‌‌) ଯୋଜନା। କାର୍ଯ୍ୟଶୈଳୀ ପୁଞ୍ଜିଋଣ ଉପରେ ଆର୍ଥିକ…

ପୁଣି ୫ଟି ସଚିବଙ୍କୁ ଘେରିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: କିଛି ଦିନର ନୀରବତା ପରେ ପୁଣି ୫ଟି ସଚିବଙ୍କୁ ଘେରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଏଥର ସଚିବଙ୍କ ହେଲିକପ୍ଟର ଯାତ୍ରାକୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା।  ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ  ରାଜ୍ୟ ବିଭିନ୍ନ…

ବଢ଼ିଲା ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ: ଭୁବନେଶ୍ବର ସ୍ବତନ୍ତ୍ର ଅଦାଲତରେ ହେଲା ଚାର୍ଜଫ୍ରେମ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ବଢ଼ିଲା ଅଡ଼ୁଆ । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ବର JMFC କୋର୍ଟରେ ଚାର୍ଜଫ୍ରେମ ହୋଇଛି । ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ପୂର୍ବତନ ଅତିରିକ୍ତ ପିସିସିଏଫ୍ ଅଭୟ ପାଠକଙ୍କ ପୁଅ…

ନିୟନ୍ତ୍ରଣହୀନ ଡେଙ୍ଗୁ, ରାଜ୍ୟ ସରକାର ପଙ୍ଗୁ: ଦିଲୀପ ମହାନ୍ତି

ଭୁବନେଶ୍ୱର: “ଗଲି ଗଲି ମେ ଶୋର୍ ହୈ, ଡେଙ୍ଗୁ ବଡା ଜୋର୍ ହୈ”। ଦୁଃଖ ପରିତାପର ବିଷୟ ରାଜ୍ୟରେ ଡେଙ୍ଗୁ ରୋଗ “ନିୟନ୍ତ୍ରଣହୀନ” ହୋଇପଡିଥିବା ବେଳେ, ମୁକାବିଲାରେ ରାଜ୍ୟ ସରକାର “ପଙ୍ଗୁ” ହୋଇପଡିଛନ୍ତି ବୋଲି କହି ରାଜ୍ୟ ସରାକାରଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ…

ମହମ୍ମଦ ମୋକିମଙ୍କ ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି  ।  ଏ ନେଇ ଜନସ୍ବାର୍ଥ ମାମଲା  ଦାୟର କରିଥିଲେ…

ରାଜ୍ୟରେ ଆଗାମୀ ନିର୍ବାଚନ ବିଜେପି ଏକାକୀ ଲଢିବ ଏବଂ ସରକାର ଗଢିବ-କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ଏକା ଲଢିବ ବିଜେପି । କୌଣସି ଦଳ ସହ ମେଣ୍ଟ କରିବ ନାହିଁ । ଏକଥା ସ୍ପଷ୍ଟ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦର ଯାଦବ…

ଚେଲ୍ଲାକୁମାରଙ୍କୁ ଭେଟିଲେ ଶିଶିର ଗମାଙ୍ଗ, କଂଗ୍ରେସକୁ ଫେରିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାରଂକୁ ଭେଟିଲେ ଶିଶିର ଗମାଙ୍ଗ । ଆଜି ସକାଳେ ତାଙ୍କୁ ଭେଟି ଆଲୋଚନା କରିଛନ୍ତି । ଶିଶିର ଗମାଙ୍ଗ କଂଗ୍ରେସରେ ମିଶିବା ନେଇ କଥାବାର୍ତ୍ତା କରିଛନ୍ତି । ଏନେଇ ଶିଶିର ଗମାଙ୍ଗଙ୍କ ପ୍ରତିକ୍ରିୟାରେ କହିଛନ୍ତି,…