ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ…
