ଓଡ଼ିଶାରେ ପୁଣି ଚିଟଫଣ୍ଡ ଭଳି ରାହାଜାନି ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଡ.ଲେଖାଶ୍ରୀ

ଭୁବନେଶ୍ୱର, : ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ନୂଆ ରୂପରେଖରେ ଲୋକଙ୍କ ପାଖକୁ ଫେରିଛି । ଲୋକେ ଝାଳବୁହା ଧନ ଓ ଜୀବନର ପୁଞ୍ଜିକୁ ଘରୋଇ କମ୍ପାନୀମାନଙ୍କଠାରେ ରଖିଥିଲେ । ସେହି ଟଙ୍କାକୁ ଚିଟଫଣ୍ଡ କମ୍ପାନୀମାନେ ଲୁଟ୍ କଲାବେଳେ ରାଜ୍ୟ ସରକାର ଓ…

୮୦ରୁ ଅଧିକ ସିଟ୍‌ ପାଇ ଜିତିବୁ, ସରକାର କରିବୁ: ବୁଧାନ

ଭୁବନେଶ୍ୱର: ରାଜ୍ୟରେ ୮୦ରୁ ଅଧିକ ସିଟ ପାଇବୁ ଓ ସରକାର କରିବୁ କହିଲେ ବୁଧାନ । ଆଗାମୀ ନିର୍ବାଚନ ନେଇ ବିଜେପି ବିଧାୟକ ବୁଧାନ ମୁର୍ମୁଙ୍କ ମନ୍ତବ୍ୟ । ୧୨୦କୁ ବେସ୍ କରି କାମ ହେବ, ସରକାର ଗଠନରୁ ଅଧିକ ସିଟ୍…

ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି

ଭୁବନେଶ୍ୱର : ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି କିଛି…

ରାଜ୍ୟ ଯୁବମୋର୍ଚ୍ଚା ଗଣମାଧ୍ୟମ କର୍ମଶାଳା

ଭୁବନେଶ୍ୱର : ଦେଶ ସ୍ୱାଧୀନତା ପରବର୍ତୀ ସମୟରେ ଯାହା ସମ୍ଭବ ହୋଇନଥିଲା, ତାହା ଗତ ୯ ବର୍ଷର ମୋଦି ସରକାରରେ ସମ୍ଭବ ହୋଇଛି । କେନ୍ଦ୍ରରେ ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଅନେକ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରାଯାଇଛି…

ଜଳସେଚନ ଅଫିସରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ

ଭୁବନେଶ୍ୱର: ଜଳସେଚନ ଅଫିସରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ କର୍ମୀ ଜଳସେଚନ ଅଫିସରେ ହୋହଲ୍ଲା କରିଛନ୍ତି । ୪୦୦ ମିଟର ରାସ୍ତା ନିର୍ମାଣ ପାଇଁ ଅନେକ ବର୍ଷ ଲାଗିଥିବା…

ଦଳୀୟ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର, ଦିଆଯାଇଥିବା ଦାୟିତ୍ୱର କଲେ ସମୀକ୍ଷା

ଭୁବନେଶ୍ୱର : ଦଳୀୟ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର। ପର୍ଯ୍ୟବେକ୍ଷକଙ୍କୁ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ତୃଣମୂଳ ସ୍ତରରେ ସାଙ୍ଗଠନିକ ସ୍ଥିତି ନେଇ ହୋଇଛି ଆଲୋଚନା । ଦଳୀୟ କର୍ମୀମାନଙ୍କୁ ଦିଆଯାଇଥିବା ଦାୟିତ୍ୱର ସମୀକ୍ଷା କରିଛନ୍ତି ସୁପ୍ରିମୋ । ନବୀନ ନିବାସରେ ବିଜେଡିର…

ରତ୍ନଭଣ୍ଡାର ଖୋଲିବାରେ ବାଧା କେଉଁଠି?: ବିଜୟ ମହାପାତ୍ର

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବା ନେଇ ରାଜନୀତି ଜୋର ଧରିଛି । ରତ୍ନଭଣ୍ଡାକ କାହିଁକି ଖୋଲାଯାଉନି ବୋଲି ବିରୋଧୀ ପ୍ରଶ୍ନ ଉଠାଉଥିବା ବେଳେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର ।…

ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି: ନରସିଂହ ମିଶ୍ର

ଭୁବନେଶ୍ୱର: ରତ୍ନଭଣ୍ଡାର ନେଇ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ବଡ ବୟାନ । ମୁଁ ମନ୍ତ୍ରୀ ଥିବାବେଳେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି । କିନ୍ତୁ ମୁଁ ବିଫଳ ହୋଇଥିଲି ବୋଲି କହିଲେ ବିଧାୟକ ନରସିଂହ ମିଶ୍ର । ସେତେବେଳେ ମୋ…

ସରକାର ଡରୁଛନ୍ତି କାହିଁକି: ଶରତ ପଟ୍ଟନାୟକ

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବାକୁ ସରକାର ଡରୁଛନ୍ତି ବୋଲି ପ୍ରଶ୍ନ କଲେ ଶରତ । ରତ୍ନଭଣ୍ଡାର ପ୍ରସଙ୍ଗରେ ପିସିସି ଶରତ ପଟ୍ଟନାୟକ ଗଣମାଧ୍ୟମ ଆଗରେ ନିଜର ମନ୍ତବ୍ୟ ରଖିଛନ୍ତି । ଖୋଲିବାକୁ ଗଜପତି ମହାରାଜା, ଶଙ୍କରାଚାର୍ଯ୍ୟ ଓ ସେବାୟତ ଚାହୁଁଛନ୍ତି । ଯଦି…

ବିଜେଡି ନେତାଙ୍କର ସାମାନ୍ୟତମ ସ୍ୱାଭିମାନ ଥିଲେ, ୫ଟି ସଚିବଙ୍କ ଗସ୍ତକୁ ସମର୍ଥନ କରନ୍ତେ ନାହିଁ

ଭୁବନେଶ୍ଵର: ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ପୁଣି ବିଜେଡି ଉପରେ ବର୍ଷିଛି ବିଜେପି। ଆଜି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି,  ଯେତେବେଳେ ସରକାର ମୁଣ୍ଡବିହୀନ ହୋଇଯାଏ, ସେତେବେଳେ ଏହିଭଳି ବିଲକ୍ଷଣ ଦେଖିବାକୁ ମିଳିଥାଏ।…