ବିଜୟୀ ପ୍ରାର୍ଥୀ ନିଜ ଅଞ୍ଚଳବାସୀଙ୍କ ସହ କାମ କରିବାକୁ ପରାମର୍ଶ ଦେଲେ ନବୀନ

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ବୈଠକ ଶେଷ ହୋଇଛି। ଦଳର ସଭାପତି ନବୀନ ନିବାସଙ୍କ ଅଧକ୍ଷତାରେ ଏହି ବୈଠକ ବସିଥିଲା। ନବୀନ ସମସ୍ତ ବିଜୟୀ ପ୍ରାର୍ଥୀଙ୍କ ସହ ଆଲୋଚନା କରିଥିଲେ। ସମସ୍ତେ ନବନିର୍ବାଚିତ ପ୍ରତିନିଧି ମନେ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ପ୍ରଦାନ…

ଦିଲ୍ଲୀ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଉଭୟ ବିଧାନସଭା ଓ ଲୋକସଭାରେ ବିଜେପିର ବୃହତ୍ ବିଜୟ ପରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।  ଆଜି ଦିଲ୍ଲୀରେ ବସୁଛି ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ସେ ଯୋଗ…

ନବୀନଙ୍କୁ ଭେଟିବାକୁ ଚାହୁଁଛନ୍ତି ବିଜେପି ନେତା ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ୨୪ ବର୍ଷ ୯୦ ଦିନ ସରକାରର ପତନ ହୋଇଛି। ଏହା ଓଡିଶାବାସୀଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ନିର୍ବାଚନ ଫଳାଫଳରେ ଏହା ପ୍ରତିଫଳିତ ହୋଇଛି। ଏବେ ବିଜେପି ସରକାର ଗଢ଼ିବାକୁ ଯାଉଛି। ବିଜେଡିର ବିପର୍ଯ୍ୟୟ ପଛରେ ଦଳର ଅନ୍ୟତମ ନେତା…

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା: ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି…

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ ।…

କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଜୟ ଶୋଭାଯାତ୍ରା

କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଜିତିବା ପରେ ବୈଜୟନ୍ତ ପଣ୍ଡା ବିଜୟ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରର ଦୁହୁରିଆ ଠାରୁ ବାହାରି ୨୦ କିଲୋମିଟର ପଥ ଅତିକ୍ରମ କରି ବଳଦେବଜୀଉଙ୍କ ମନ୍ଦିର ଇଚ୍ଛାପୁର ଠାରେ ଶେଷ ହେବ। ଏହି ଶୋଭାଯାତ୍ରାରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ ।  ଅପ୍ରତିଦ୍ୱନ୍ଦୀ ନେତା ନବୀନ…

ଆଜି ଓଡ଼ିଶାରେ ନୂଆ ଇତିହାସ ଲେଖାଗଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପିର ବିଜୟ ପରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆଜି ଓଡିଶାରେ ନୂଆ ଇତିହାସ ଲେଖାଗଲା। ୧୯ଟି ଲୋକସଭା ଆସନରେ ବିଜୟ ଏବଂ ଆଉ ଗୋଟେ ଆସନରେ ବିଜୟର ସମ୍ଭାବନା ରହିଛି। ବିଜେଡ଼ି ଓ କଂଗ୍ରେସ…

ଭୁବନେଶ୍ୱରରୁ ବିଜୟୀ ହେଲେ ବିଜେପି ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡିଂରେ…

ହିଞ୍ଜିଳିରେ ଜିତିଲେ ନବୀନ, କଣ୍ଟାବାଞ୍ଜିରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ।…