Crime

ମହିଳା ପୋଲିସ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଘରୋଇ ସହାୟିକା

କଟକ: ଜିଲ୍ଲାର ଜଣେ ମହିଳା ପୁଲିସ କର୍ମଚାରୀଙ୍କ ବିରୋଧରେ ତାଙ୍କ ଘରୋଇ ସହାୟକ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଗତ ଦୁଇ ବର୍ଷ ହେବ ମହିଳା ପୋଲିସ କର୍ମଚାରୀଙ୍କ ପାଇଁ କାମ କରୁଥିବା ସଞ୍ଜୁକ୍ତା ପାତ୍ର ଅଭିଯୋଗ କରିଛନ୍ତି…

ଗୁଳିମାଡ଼ରେ ବାପା ମୃତ, ଝିଅ ଗୁରୁତର

ବ୍ରହ୍ମପୁର: ଝିଅର ଶାଶୂ ଘରକୁ ଯାଇଥିବା ବାପାଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି। ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ବିଜୟ ବେହେରା (୬୨)। ଏହି ଗୁଳିମାଡ଼ର ଶିକାର ହୋଇଥିବା ଝିଅଙ୍କୁ…

ଗ୍ରାମାଞ୍ଚଳର ବିକାଶ ବିଜେପି ସହ୍ୟ କରି ପାରୁନାହିଁ: ବିଜେଡି

ଭୁବନେଶ୍ୱର: ଯେତେବେଳେ ରାଜ୍ୟ ସରକାର ଓଡ଼ିଶାର ଗ୍ରାମାଞ୍ଚଳରେ ଥିବା ପ୍ରତ୍ୟେକ ପଞ୍ଚାୟତର ରୂପାନ୍ତୀକରଣ, ଡିଜିଟାଲ ଭିତ୍ତିଭୂମିର ବିକାଶ ଏବଂ ସର୍ବୋପରି ଜଗନ୍ନାଥ ସଂସ୍କୃତି ଓ ଐତିହ୍ୟର ସଂସ୍ଥାପନା ଲାଗି ଐତିହାସିକ ପଦକ୍ଷେପ ନେଉଛନ୍ତି ଓଡ଼ିଶା ବିଜେପି ଏଥିରେ ବି ରାଜନୀତି କରିବାକୁ…

ବନ୍ଦ ଘରୁ ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ : ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ପୋଲସରା ରାଜବଙ୍ଗଳା ସାହି ନିକଟ ଏକ ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ପୋଲସରା ବ୍ୟାଙ୍କ ଅଫ ବରୋଦାର ଫିଲଡ଼ ଅଫିସର…

ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର, ଛାତିରେ ଯନ୍ତ୍ରଣା ଅନୁଭବ ପରେ ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର: ଦଣ୍ଡମୁକ୍ତ ଅଞ୍ଚଳରେ ମିଳିଲା ଦଣ୍ଡ। ସ୍କୁଲ ପରିସରରେ ନିରୀହ ଛାତ୍ରଙ୍କୁ ଦିଆଗଲା ନିର୍ଯାତନା। ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହେଲେ ଛାତ୍ର । ଏପରି ଏକ ସାଂଘାତିକ ଘଟଣା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଙ୍କଡାହାଡ ଉଚ୍ଚ ପ୍ରାଥମିକ…

କୁଆଖାଇ ଟ୍ରାଜେଡି: ଆଉ ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି। ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର…

ବାହାନଗା ଟ୍ରେନ ଦୁର୍ଘଟଣା: ପୁଣି ୪ ଦିନିଆ ରିମାଣ୍ଡରେ ଗଲେ ତିନି ଅଭିଯୁକ୍ତ

ବାଲେଶ୍ୱର:ବାହାନଗା ଟ୍ରେନ ଦୁର୍ଘଟଣାରେ ଗିରଫ ତିନି ଅଭିଯୁକ୍ତ ପୁଣି ୪ ଦିନିଆ ରିମାଣ୍ଡରେ ଗଲେ । ପ୍ରଥମ ରିମାଣ୍ଡ ସରିବା ପରେ ସେମାଙ୍କୁ କୋର୍ଟରେ କୋର୍ଟରେ ହାଜର କରାଯାଇଥିଲା । ହେଲେ ଅଧିକ ଜେରା ପାଇଁ ପୁଣି ୪ ଦିନିଆ ରିମାଣ୍ଡରେ…

ପାକିସ୍ତାନ ଏଜେଣ୍ଟଙ୍କ ସହ କଥା ହେଉଥିଲା ଅଭିଜିତ୍

ଭୁବନେଶ୍ବର : ପାକିସ୍ତାନ ପାଇଁ ଗୁଇନ୍ଦାଗିରି ମାମଲାରେ ରିମାଣ୍ଡରେ ଆସିଥିବା ଅଭିଜିତ୍ ସଂଜୟ ଜାମ୍ବୁରେଠାରୁ ଆଜି ଆଉ କିଛି ନୂଆ ତଥ୍ୟ ମିଳିଛି। ଏସ୍ଟିଏଫ୍, ଏଟିଏସ୍ ଓ ଆଇବିର ମିଳିତ ଜେରାରୁ ଜଣାପଡ଼ିଛି ଯେ ସେ ବ୍ୟବହାର କରୁଥିବା ୫ଟି ମୋବାଇଲ୍…

ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ…

ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କଲା ବଡପୁଅ

ଗଜପତି : ମୋ ପୁଅ କବଳରୁ ମତେ ମୁକ୍ତି ଦିଅନ୍ତୁ । ଏମିତିଆ ପୁଅ ଭଗବାନ୍‌ କାହାକୁ ନ ଦିଅନ୍ତୁ । ନିଜ ବଡପୁଅ ପାଇଁ ଜଣେ ମାଆ ଏଭଳି କହିଛନ୍ତି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଜଣେ…