Crime

ସୁଇସାଇଡ୍‌ ନୋଟ୍‌ ଲେଖି ଛାତରୁ ଡେଇଁପଡ଼ିଲେ ଛାତ୍ରୀ

ଭୁବନେଶ୍ୱର: ଜଣେ ନବମ ଶ୍ରେଣୀ ଛାତ୍ରୀ ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଛାତ୍ରୀଙ୍କ ଆତ୍ମହତ୍ୟା କାରଣକୁ ନେଇ ଏବେ ସବୁଠି ଚର୍ଚ୍ଚା। କାରଣ ଛାତ୍ରୀ ଜଣକ ଅନ୍ୟ କୌଣସି କାରଣ ପାଇଁ ନୁହେଁ ବରଂ ନିଜର ପଠପଢ଼ାକୁ ନେଇ…

ଗେଷ୍ଟ ହାଉସରୁ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା : ପୁରୁଷ ବନ୍ଧୁ ଫେରାର

ଖୋର୍ଦ୍ଧା: ଆତ୍ମହତ୍ୟା ନା ହତ୍ୟା? ରହସ୍ୟ ଘେରରେ ଯୁବତୀଙ୍କ ମୃତ୍ୟୁ। ଏବେବି ଗେଷ୍ଟ ହାଉସରେ ଝୁଲୁଛି ଯୁବତୀଙ୍କ ମୃତଦେହ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ସୀତରାମ ଛକ ସ୍ଥିତ ଏକ ଗେଷ୍ଟ ହାଉସରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ଯୁବତୀ…

୮ ମାସର ଝିଅକୁ ୮୦୦ ଟଙ୍କାରେ ବିକ୍ରି କଲା ମା’

ମୟୂରଭଞ୍ଜ : ହଜିଗଲା ମମତା । ୮ ମାସର ଝିଅକୁ ୮୦୦ ଟଙ୍କାରେ ବିକ୍ରି କଲା ମାଆ । ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ମହୁଲିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ଏହି ମାମଲ‌ାରେ ପୋଲିସ ଛାନ୍‌ଭିନ୍‌ କରି ଶିଶୁକୁ…

ଅତିରିକ୍ତ ଉପ ଜିଲ୍ଲାପାଳଙ୍କ ଘରୁ ପୁଣି ମିଳିଲା ଆଉ ୩ ପ୍ଲଟ, କୋଟଏରୁ ଅଧିକ ଟଙ୍କା

ଭୁବନେଶ୍ୱର: ସରୁନି ସମ୍ପତ୍ତି ତାଲିକା । ଯେତେ ଖୋଳିଲେ ସେତେ ବାହାରୁଛି । ଘରୁ ବାହାରୁଛି ପୁଳା ପୁଳା ଟଙ୍କା, ସୁନା ଆଉ ଜମି । ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳଙ୍କ ଘରୁ ପୁଣି ଠାବ ହୋଇଛି ଆଉ ୩ ପ୍ଲଟ ।…

ଶ୍ବଶୁର ଘର ଗାଁପାଖ ଜଙ୍ଗଲରୁ ମିଳିଲା ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଟୁପାଉଡାର ପଞ୍ଚାୟତ ସାଲେଭଟା ଗ୍ରାମର ନବ ଭୋଇ(୫୦) ନାମକ ଜଣେ ବ୍ୟକ୍ତିଙ୍କର ଝୁଲନ୍ତା ମୃତଦେହ ନିଜ ଶ୍ଵଶୁର ଘର ଏହି ଥାନା ଯମୁନାବାହାଲ ଗ୍ରାମର ତିଖାଲି ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଆଜି ପୁଲିସ…

ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ପୁଣି ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ରାଜଧାନୀରେ ନିଶା ନିବାରଣ କେନ୍ଦ୍ରରୁ ଉଦ୍ଧାର ହୋଇଛି ମୃତଦେହ । ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଥିବା ନିଶା ନିବାରଣ କେନ୍ଦ୍ରରୁ ଜଣେ ଅନ୍ତେବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ…

ବ୍ୟକ୍ତିଗତ ସଚିବଙ୍କ ବାରମ୍ବାର ନିୟମ ଉଲ୍ଲଂଘନର ଅଭିଯୋଗ କେନ୍ଦ୍ରରୁ ଆସୁଛି, ମୁଖ୍ୟ ଶାସନ ସଚିବ କ’ଣ ପାଇଁ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି?: ସତ୍ୟବ୍ରତ ପଣ୍ଡା

ଭୁବନେଶ୍ୱର, : ରାଜ୍ୟରେ କିଛି ମାସ ହେବ ଗଣତନ୍ତ୍ର ଭୁଷୁଡି ପଡିଥିବା ଭଳି ମନେ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରାଜ୍ୟର ବିଭିନ୍ନ ଅଂଚଳ ବୁଲି ଯେଉଁଭଳି ଭାବରେ ବିକାଶର ମିଛ କାହାଣୀର ଡିଣ୍ଡିମ ପିଟୁଛନ୍ତି, ତାହା ଭାରତବର୍ଷରେ ଏକ…

ନିଜର ଦୁଇ ଝିଅ ଓ ପୁଅକୁ କୂଅରେ ଫିଙ୍ଗି ଦେଇ ନିଜେ ଡେଇଁ ପଡ଼ିଲେ ମହିଳା, ସାନ ଝିଅ ଓ ସାନ ପୁଅ ମୃତ

ଗଞ୍ଜାମ: ପାରିବାରିକ କଳହର କରୁଣ ପରିଣତି। ୩ ପୁଅ ଓ ଝିଅକୁ ଫିଙ୍ଗି ନିଜେ କୂଅକୁ ଡେଇଁପଡିଲା ମାଆ। ଗଞ୍ଜାମ ଶେରଗଡ଼ ବ୍ଲକ ଲାଉଗୁଡା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମହିଳା ଜଣକ ନିଜର ଦୁଇ ଝିଅ ଓ ପୁଅକୁ…

ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଚାଞ୍ଚଲ୍ୟ । ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା । ଘରକୁ ଫେରୁଥିବା ବେଳେ କିଛି ମହିଳା ଠେଙ୍ଗାରେ ପିଟିପିଟି ମାରି ଦେଇଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ମୃତକ ହେଲେ ଝାରସୁଗୁଡ଼ା ଥାନା ଲେକଚର…

ସରିଲା ରିମାଣ୍ଡ ଅବଧି: ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା।…