Crime

କୁଜଙ୍ଗ ଡବଲ ମର୍ଡର ଘଟଣା: କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କଲା ପୋଲିସ

ପାରାଦୀପ : ଜଗତସିଂପୁର କୁଜଙ୍ଗ ଏକ୍ସପ୍ରେସ କଲୋନୀ ଡବଲ ମର୍ଡର ସିନ୍ ରିକ୍ରିଏସନ୍ କଲା ପୋଲିସ । ଘଟଣାର ୧୪ ଦିନ ପରେ କୁଜଙ୍ଗ ପୋଲିସ ଅଭିଯୁକ୍ତ ଚିଣ୍ଟୁ ୨୪ ଘଣ୍ଟା ରିମାଣ୍ଡରେ ଆଣି ସିନ୍ ରିକ୍ରିଏସନ୍ କରିଛି । ଖବର…

ଋଣ ଟଙ୍କା ସୁଝି ନପାରିବାରୁ ଝୁଲିପଡ଼ିଲେ ବୃଦ୍ଧ ଦମ୍ପତି

ପୁରୀ ଜିଲ୍ଲା କଣାସ ବ୍ଲକର ଅଁଳାଯୋଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ବୃଦ୍ଧ ଦମ୍ପତି ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଋଣ ପରିଶୋଧ ପାଇଁ ମାନସିକ ଚାପ ପଡ଼ିବାରୁ ଘରେ ଦୁହେଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତ ଦମ୍ପତି…

କର୍ପୋରେଟର୍‌ଙ୍କ ଭାଇ ଓ ପୁତୁରାକୁ ଗୁଳିମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: କର୍ପୋରେଟର୍‌ ଶ୍ରୀଧର ଜେନାଙ୍କ ଭାଇ ଶିଖର ଓ ପୁତୁରା ରିଙ୍କୁଙ୍କୁ ହୋଇଥିବା ଗୁଳିମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥାଙ୍କୁ ପୁଲିସ ଗିରଫ କରିଥିବା ଜଣାଯାଇଛି। ଘଟଣା ପରଠାରୁ ସେ ଫେରାର ଥିଲେ। ଖାଲି ସେତିକି ନୁହେଁ ପ୍ରଭାତ ମାର୍ଥାଙ୍କର…

ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଘଟଣା : ଅଭିଯୁକ୍ତକୁ ଗିରଫ କଲା ପୋଲିସ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟାର ଅଭିଯୁକ୍ତ ଗିରଫ । ବିଜେଡି ନେତା ଲଳିତ ମୋହନ ମହାପାତ୍ରଙ୍କ ହତ୍ୟାର ଅଭିଯୁକ୍ତ ରାମକୃଷ୍ଣ ମିଶ୍ରକୁ ଗିରଫ କରିଛି କେ. ନୂଆଗାଁ ଥାନା ପୋଲିସ ।…

ଟ୍ରକକୁ ଧକ୍କା ଦେଲା ଓଏସଆରଟିସି ବସ୍: ୮ ଆହତ, ୩ ଗୁରୁତର

କୁଚିଣ୍ଡା: ରାତି ବେଳେ ପୁଣି ବସ ଦୁର୍ଘଟଣାର ଶିକାର। କେନ୍ଦୁଝରରୁ ବଲାଙ୍ଗୀର ଯାଉଥିବା ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଛି। ରାସ୍ତା କଡରେ ଟ୍ରକଟି ଛିଡା ହୋଇଥିବା ବେଳେ ବସଟି ପିଟି ହୋଇଯାଇଥିଲା। ତେଣୁ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା ଜମନକିରା…

ଜଳେଶ୍ୱର ମନ୍ଦିର ଟଙ୍କା ବଣ୍ଟାକୁ ନେଇ ବିବାଦ; ପୁଜାରୀଙ୍କ ମୁଣ୍ଡ ଫଟାଇଲେ,ଥାନାରେ ମାମଲା

ଭୁବନେଶ୍ୱର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜଲେଶ୍ୱର ମନ୍ଦିର ଟଙ୍କା ବଣ୍ଟାକୁ ନେଇ ନେଇ ତୁମୁଳ କାଣ୍ଡ ହୋଇଛି । ଜଣେ ପୂଜରୀଙ୍କୁ ସମ୍ପୃକ ମନ୍ଦିରର ଅନ୍ୟ ଜଣେ ପୁଜାରୀ ଏବଂ ତାଙ୍କ ସମ୍ପର୍କୀୟମାନେ ନିସ୍ତୁକ ମାଡ଼ ମାରିଛନ୍ତି । ଏପରିକି ଘରେ…

ହସ୍ପିଟାଲରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ବାରିପଦା: ହସ୍ପିଟାଲରେ ଚାକିରି କରାଇ ଦେବା ନାଁରେ ଠକେଇ କରି ମୟୂରଭଞ୍ଜ ଜିଲ୍ଲା ଉଦଳା ଉପଖଣ୍ଡ ଚିକିତ୍ସାଳୟରେ ସୁପରଭାଇଜର ଭାବେ କାମ କରୁଥିବା ରଜତ କୁମାର ପାତ୍ର ନାମକ ଜଣେ ବ୍ୟକ୍ତି ଶୁକ୍ରବାର ଗିରଫ ହୋଇଛନ୍ତି। ସମାନ ଡାକ୍ତରଖାନାରେ ନିଯୁକ୍ତିର ସୁଯୋଗ…

କୃଷି ଉପକରଣ ସବସିଡି ଦୁର୍ନୀତି, ଆଉ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶା ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୭ କୋଟି ୧୬ ଲକ୍ଷ ଟଙ୍କାର କୃଷି ଉପକରଣ ସବସିଡି ଦୁର୍ନୀତି ମାମଲାରେ ପଞ୍ଚମ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ବିଦ୍ୟାଧର ବେହେରାକୁ ଭଦ୍ରକରୁ ଗିରଫ କରାଯାଇଛି। ବିଦ୍ୟାଧର ବେହେରା ଭଦ୍ରକ…

ଲାଲବାହିନୀଙ୍କ ତାଣ୍ଡବ: ପୋଡିଦେଲେ ହାଇଓ୍ୱା ସମେତ ୯ଟି ମେସିନ୍

ରାୟଗଡ଼ା: ରାୟଗଡ଼ାରେ ପୁଣି ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ…

ଅବ୍ୟାପାରରେ ବ୍ୟାପାର: ଭର୍ତ୍ତୃହରି

ଭୁବନେଶ୍ୱର: ଫାଇଭଟି ସଚିବଙ୍କୁ ନେଇ ବିବାଦ ଓ ସେୀମ୍ୟ ପଟ୍ଟନାୟକଙ୍କ ପ୍ରଶ୍ନ ପ୍ରସଙ୍ଗ । ଏସବୁ ଅବ୍ୟାପାରରେ ବ୍ୟାପାର ବୋଲି କହିଲେ ସାଂସଦ ଭର୍ତ୍ତୃହରି ମହତାବ । ସୌମ୍ୟ ବାବୁ ପ୍ରଶ୍ନ କଲେ ,ମୁଖ୍ୟମନ୍ତ୍ରୀ ତାର ଉତ୍ତର ଦେଇ ସାରିଛନ୍ତି ।…