ହୋଟେଲ ରୁମ୍ରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ
ଦେବଗଡ଼ ସହରରେ ଥିବା ଏକ ହୋଟେଲ ରୁମରୁ ମିଳିଲା ଏସବିଆଇ ସିଏସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ। ତାଙ୍କ ନାଁ ସୁବାସ ଅଗ୍ରୱାଲ। ତାଙ୍କ ଘର ସମ୍ବଲପୁରର ଅଇଁଠାପାଲିରେ। ଗତ ୪ ଦିନ ହେଲା ସୁବାସ ଅଗ୍ରୱାଲ ଦେବଗଡ଼ ଏସ୍ବିଆଇରେ ସିଏସି ମ୍ୟାନେଜର…
