Crime

ଭାରସାମ୍ୟ ହରାଇ ଘରକୁ ମାଡ଼ିଗଲା ଡମ୍ଫର, ସ୍ୱାମୀ-ସ୍ତ୍ରୀ ମୃତ

ଜଳେଶ୍ୱର : ମାଡିଗଲା ଚିପ୍ସ ବୋଝେଇ ଡମ୍ଫର । ସ୍ୱାମୀ-ସ୍ତ୍ରୀ ମୃତ । ଘର ଭିତରେ ଶୋଇଥିବା ବେଳେ ମାଡିଗଲା ଡମ୍ପର । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବଳିଅଠା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୨ ମୃତକ ହେଲେ…

ପୁରୀ ବାଣ ବିସ୍ଫୋରଣ ଘଟଣା; ସୁସ୍ଥ ହୋଇ ଫେରିଲେ ଆଉ ୨ଜଣ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩ରେ ପହଞ୍ଚିଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ଆଜି ୨ଜଣଙ୍କୁ ଡିସଚାର୍ଜ କରାଯାଇଛି। ସେମାନେ ହେଲେ ନାବାଳକ ବଳରାମ ଦାସ ଓ ମନମୋହନ ବେହେରା (୨୪) ବର୍ଷ। ଏହି ଦୁଇ ଜଣଙ୍କୁ ମିଶାଇ…

ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ଗଞ୍ଜାମ : ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଅମ୍ବିକା ଦାସ ନାଁରେ ଏକାଧିକ ସଙ୍ଗୀନ ମାମଲା ରହିଥିଲା…

ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଆଠଗଡ : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଜାଗିଆପଡ଼ା ଗ୍ରାମର ନିରଞ୍ଜନ ରାଉତ । ନିରଞ୍ଜନ…

ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ

ପାଟଣାଗଡ: ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ । କେହି କାରି ପୋତି ଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଘଟିଛି ବଲାଙ୍ଗୀରରେ । ବାଲାଙ୍ଗୀର ପାଟଣାଗଡା ବ୍ଲକ, ବେଲପଡା ଥାନା କେନକେବା ବ୍ରିଜ୍ ନିକଟ ଥିବା ଲହାନ୍ତା…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ…

୮୦ ଲକ୍ଷ ଟଙ୍କାର କାର୍‌ ପାଇଁ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ, ସ୍ୱାମୀ ଅଟକ

ନୟାଗଡ଼ : ୮୦ ଲକ୍ଷ ଟଙ୍କାର କାର୍‌ କିଣିବାକୁ ମନ ବଳାଇଲେ ଜ୍ୱାଇଁ। ଏଥିପାଇଁ ଶ୍ୱଶୁରଙ୍କଠାରୁ ଟଙ୍କା ଆଣିବାକୁ ପତ୍ନୀଙ୍କ ଉପରେ ପକାଉଥିଲେ ଚାପ । ମାତ୍ର ଟଙ୍କା ନ ମିଳିବାରୁ ପାଲଟିଗଲେ ରାକ୍ଷାସ । ଆଉ ଶିକ୍ଷୟିତ୍ରୀ ପତ୍ନୀଙ୍କୁ ପିଟି…

ଯୁବକଙ୍କୁ ଆକ୍ରମଣ ସହ ପରିବାର ଲୋକଙ୍କୁ ଗାଳିଗୁଲଜ କରି ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ଯୁବକଙ୍କୁ ଆକ୍ରମଣ କରିବା ସହ ତାଙ୍କ ଘରେ ପଶି ଗାଳିଗୁଲଜ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଈଶ୍ବର ଦାସ ଓରଫ ଅପୁ (32) ଓ ମୁନା ଦାସ…

ପ୍ରଶାନ୍ତ ଜଗଦ୍ଦେବ ଇଭିଏମ ଭାଙ୍ଗିବା ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍

ଭୁବନେଶ୍ବର: ସାମ୍ନାକୁ ଆସିଲା ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ମାମଲାର ସିସିଟିଭି ଫୁଟେଜ୍ । ରଚାଯାଇଥିଲା ବଡ ଷଡଯନ୍ତ୍ର । ଏହାକୁ ନେଇ ନିଜ ସୋସିଆଲ ମିଡିଆରେ ଭିଡିଓ ଜାରି କଲେ ସାଂସଦ ଅପରାଜିତା । ଯେଉଁଥିରେ କି ପ୍ରଶାନ୍ତ ଇଭିଏମ୍…

ଛାତରେ ଶୋଇଥିବାବେଳେ ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ

ବରଗଡ଼ : ଛାତ ଉପରେ ମୃତଦେହ । ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ । ଶୋଇଥିବା ଅବସ୍ଥାରେ ଗଳା ଚିପି ହତ୍ୟା କରିଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଭେଡେନ ବ୍ଲକ ସହଁରାଟିକ୍ରା ଗାଁରୁ। ମୃତକ ମଙ୍ଗନିଆଁ…