Crime

ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ବୀଭତ୍ସ ହତ୍ୟା

ବଲାଙ୍ଗିର:ବଲାଙ୍ଗିର ସହର ସାଲେପାଲିରେ ନୃଶଂସ ହତ୍ୟା। ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ହତ୍ୟା କରିବା ପରେ ବନ୍ଦ ଘରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ। ବନ୍ଦ ଘରୁ ମୃତକଙ୍କ ଗଳିତ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତକ ଜଣକ ରିଙ୍କୁ…

ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡିବସିଲା STF, ୨ ଗିରଫ

ସୋନପୁର: ବଜ୍ରକାପ୍ତା ଚୋରାଚାଲାଣ ବେଳେ ମାଡିବସିଲା STF। ୧୦କେଜି ଓଜନର ୨ଟି ବଜ୍ରକାପ୍ତା ଉଦ୍ଧାର। ସୋନପୁର ଫରେଷ୍ଟ ଡିଭିଜନ ଭିତରେ ଚାଲିଥିଲା ଡିଲ। ୨ଭାଇ ଡିଲ କରୁଥିବା ନେଇ ଖବର ପାଇଥିଲା STF। ସୋନପୁର ବନ ବିଭାଗ ସହାୟତାରେ ଦୁଇ ଚୋରା…

ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ

କଟକ: ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଏକ ହଷ୍ଟେଲକୁ ଡାକି ଅନ୍ୟ ଜଣେ କର୍ମଚାରୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ସଫେଇ ଦାୟିତ୍ୱରେ ଥିବା ଏକ ଘରୋଇ…

ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର

ଯୋଡ଼ା : ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା…

ବ୍ୟାଙ୍କରୁ ଟଙ୍କା ଓ ସୁନା ଲୁଟ୍ କରିବାକୁ ଉଦ୍ୟମ, ୩ ଗିରଫ

ଭୁବନେଶ୍ୱର: ସ୍କାଏ ଲାଇଟ୍ ଭାଙ୍ଗି ବ୍ୟାଙ୍କ ଭିତରେ ପଶିଥିଲେ। ବ୍ୟାଙ୍କରୁ ଟଙ୍କା ଓ ସୁନା ଲୁଟ୍ କରିବାକୁ ଉଦ୍ୟମ କରିଥିଲେ। ହେଲେ ଫେଲ୍ ମାରିଥିଲା ସେମାନଙ୍କ ଉଦ୍ୟମ। ଆଉ ଶେଷରେ ସେମାନେ ପୁଲିସ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରେ ପାହାଳ ଥାନା ହଂସପାଳ…

ସୁନା ସୋ’ରୁମରୁ ଚୋରି ଘଟଣା: ୩ ଡକାୟତଙ୍କ ଫଟୋ ଜାରି

ଯାଜପୁର: ଯାଜପୁରରୋଡ ଥାନା ବ୍ୟାସନଗରରେ ସେନକୋ ଗହଣା ସୋ’ରୁମ୍‌ରୁ ଡକାୟତିମାନେ ଲୁଟ୍‌ କରିଥିବା ୧୫ କ‌ିଲୋ ସୁନା ଅଳଙ୍କାର ନେଇ ପୁଲିସ ଡକାୟତମାନଙ୍କର ଫଟୋ ଜାରି କରିଛି। ଘଟଣା ଦିନ ଲୁଟ୍‌ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ପ୍ରାୟ ୨୦ କୋଟି…

ଭୁବନେଶ୍ବରରେ ଫ୍ଲାଟ ଦେବା ନାମରେ ଠକେଇ, କଂପାନି ପରିଚାଳନା ନିର୍ଦ୍ଦେଶକ ଗିରଫ

ଭୁବନେଶ୍ବର: ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଏକ ରିୟଲ ଇଷ୍ଟେଟ୍ କଂପାନିର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ରାଜଧାନୀ ଭୁବନେଶ୍ବରର ଚନ୍ଦକା ଅଞ୍ଚଳରେ ଫ୍ଲାଟ ଦେବାକୁ କହି ୧୨୭ ଜଣଙ୍କୁ ଠକି ଆସୁଥିବା ମିଶ୍ର…

ନସ୍କଲ ଏରିଆ କମାଣ୍ଡର ସମେତ ଦୁଇ ଗିରଫ

ରାଉରକେଲା: ରାଉରକେଲା ପୁଲିସକୁ ଏକ ବଡ଼ ସଫଳତା ମିଳିଛି। ପିପୁଲ ଲିବରେସନ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଲଏଫଆଇ)ର ଏରିଆ କମାଣ୍ଡର ନେଲସନ୍ ଗୁଡ଼ିଆ ଏବଂ ତାର ଅନ୍ୟ ଜଣେ ସହଯୋଗୀଙ୍କୁ ଧରିବାରେ ପୁଲିସ ସଫଳ ହୋଇଛି। ସେମାନଙ୍କ ନିକଟରୁ ଦୁଇଟି ପିସ୍ତଲ…

ରାଜଧାନୀରେ ବ୍ୟାଙ୍କ ଲୁଟ ଉଦ୍ୟମ ପଣ୍ଡ, ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ରାଜଧାନୀରେ ବ୍ୟାଙ୍କ ଲୁଟ ଉଦ୍ୟମ ପଣ୍ଡ । ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ପାହାଳ ଥାନା ହଂସପାଳରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆରେ ଲୁଟ ପାଇଁ ଉଦ୍ୟମ ହୋଇଥିଲା । ଏଥିରେ ତିନି ଅଭିଯୁକ୍ତ ବସନ୍ତ ପ୍ରଧାନ,…

ବାପାର ଟାଙ୍ଗିଆ ଚୋଟରେ ପୁଅ ମୃତ

କୋରାପୁଟ: ବାପା ଟାଙ୍ଗିଆ ଚୋଟରେ ପୁଅ ମୃତ । ଦାମନଯୋଡ଼ି ଥାନା ଆମ୍ବଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ବାପାର ଟାଙ୍ଗିଆ ଚୋଟରେ ପୁଅ ସୁରେନ୍ଦ୍ର ବୁଡିଆର ମୃତ୍ୟୁ ଘଟିଛି। ମୃତ ସୁରେନ୍ଦ୍ର ବୁଡ଼ିଆଙ୍କ ବୟସ ୧୮ ବର୍ଷ ହେବ…