ପୁରୀରୁ ଫେରୁଥିବା ବେଳେ କାରକୁ ଧକ୍କା ଦେଲା ଟ୍ରକ, ୪ ଗୁରୁତର
ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଜଗନ୍ନାଥ ରାଇସ ମିଲ୍ ନିକଟରେ ଦୁର୍ଘଟଣା । କାର୍ ସହ ଟ୍ରକର ଧକ୍କା । ଏହି ଦୁର୍ଘଟଣାରେ ଚାରି ଜଣ ଗୁରୁତର ହୋଇଛନ୍ତି । ସମସ୍ତ…
ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଜଗନ୍ନାଥ ରାଇସ ମିଲ୍ ନିକଟରେ ଦୁର୍ଘଟଣା । କାର୍ ସହ ଟ୍ରକର ଧକ୍କା । ଏହି ଦୁର୍ଘଟଣାରେ ଚାରି ଜଣ ଗୁରୁତର ହୋଇଛନ୍ତି । ସମସ୍ତ…
ଯାଜପୁର: କାଳିଆ ଦର୍ଶନ ପାଇଁ ବାହାରିଥିଲେ ୩ ସାଙ୍ଗ । ହେଲେ ମଝି ବାଟରେ ଘଟିଲା ଅଘଟଣ। ରାତି ଅଧରେ ଏକ ଅଜଣା ଗାଡ଼ି ଚଢ଼ି ଯିବାରୁ ରାସ୍ତା ଉପରେ ହିଁ ଜୀବନ ହାରିଲେ ୩ ସାଙ୍ଗ । ଏପରି ଏକ…
ନୟାଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।…
ପୁରୀ : ୧୮ରେ ଗଡ଼ିବ ପୁରୀ-ହାଓ୍ଵାଡା ବନ୍ଦେ ଭାରତ ଏକ୍ସପ୍ରେସ । ଆସନ୍ତା ୧୮ ତାରିଖ ମଧ୍ୟାହ୍ନରେ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳର ଶୁଭାରମ୍ଭ ହେବ । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଏହାର…
ଭୁଅନେଶ୍ୱର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତୁର କାରଣ ଅସ୍ପଷ୍ଟ ରହିଛି । ମୃତକ ଜଣକ ମଞ୍ଚେଶ୍ୱରର ଏକ ଘରୋଇ କଲେଜର ITI ଇଲେକଟ୍ରିକାଲ ଛାତ୍ର ଥିଲେ । ତାଙ୍କ…
ଭୁବନେଶ୍ୱର : ରାଜଧାନୀରେ ATM ଲୁଟ୍ କୁ ପଣ୍ଡ କଲା ପୋଲିସ। ଗତକାଲି ବିଲମ୍ବିତ ରାତିରେ ସୈନିକ ସ୍କୁଲ ପଛପଟେ ଥିବା sbi ATM ଲୁଟ ପାଇଁ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ। ଲୁଟେରାଙ୍କୁ ୩ଘଣ୍ଟା ଧରି ପିଛା କଲା କମିଶନରେଟ୍ ପୋଲିସର…
ଗଜପତି : ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍ ଆଘାତରେ ୪ ହାତୀଙ୍କ ମୃତ୍ୟୁ ଅନୁମାନ। ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ…
ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ବାଟୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଖଡ଼ିଆପଡ଼ାରେ। ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…
ଭୁବନେଶ୍ବର: ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ନିଆଁ ଲାଗିଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏପରି ଘଟଣା ଘଟିଛି ଭୁବନେଶ୍ୱର ୟୁନିଟ୍ ୨ ଥିବା ଏକ ସରକାରୀ କ୍ୱାର୍ଟର୍ସରେ। ଭୁବନେଶ୍ୱର ୟୁନିଟ୍ ୨ରେ ଥିବା ଏକ ସରକାରୀ…
ଭୁବନେଶ୍ବର: ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ଏକ ପୋନଜି ଆପ୍ ଜଏନ୍ ଟ୍ରେଡ୍’ର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡର ଲୋକପ୍ରିୟ ଅଭିନେତାଙ୍କ ଚିତ୍ର ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ ଭ୍ରମିତ କରିବା…