Crime

ଜ୍ୱାଇଁର ଭୁଜାଲି ଆକ୍ରମଣରେ ଶାଶୁ-ଶ୍ୱଶୁର ଆହତ

କେନ୍ଦ୍ରାପଡ଼ା: ଶ୍ୱଶୁର ଘରେ ଜ୍ୱାଇଁର ଆତଙ୍କରାଜ୍‌। ଜ୍ୱାଇଁର ଭୁଜାଲି ଆକ୍ରମଣରେ ଶାଶୁ-ଶ୍ୱଶୁର ଆହତ। କେନ୍ଦ୍ରାପଡ଼ା ଜିଲ୍ଲା କଂସାର ଗାଁରେ ଶ୍ୱଶୁର ଘରେ ପଶି ଜ୍ୱାଇଁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଶାଶୁ ଓ ଶ୍ୱଶୁର ଗୁରୁତର ଆହତ ହୋଇ କଟକ…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଭୁବନେଶ୍ୱର: ରାଜଧାନୀରେ ହତ୍ୟାକାଣ୍ଡ । ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁର ଠାରେ ଏହି ହତ୍ୟାକାଣ୍ଡ ଘଟିଛି। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ସାଙ୍ଗକୁ ହତ୍ୟା କଲା ସାଙ୍ଗ । ମୃତକ ହେଲେ ଅଶୋକ ସେଠୀ । ଖବର ଅନୁଯାୟୀ, ଖଣ୍ଡଗିରି ଥାନା ବାହାଦଲପୁରରେ…

ଓଲଟିଲା ଗୋରୁ ବୁଝେଇ ପିକଅପ ଗାଡି, ୪ ଗୋରୁ ମୃତ

ସୋର : ବେଆଇନ ଗୋରୁ ବୋଝେଇ ପିକଅପ ଗାଡି ଓଲଟି ୪ ଗୋରୁ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାଙ୍କତିରା ଛକରେ ଖଇରା ଆଡୁ ଏକ ପିକଅପ ଗାଡି ୮ଟି ଗୋରୁ ନେଇ ସୋର ଆସୁଥିବା ବେଳେ ବାଙ୍କିତିରା ଛକ…

ନୟାପଲ୍ଲୀ ଜମି ଜବରଦଖଲ ଘଟଣ : ମାଷ୍ଟରମାଇଣ୍ଡ ରାଘବ ଜେନାକୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍‌

ଭୁବନେଶ୍ୱର : ଭୁବନେଶ୍ୱରରେ ଜମି ପଜେସନ୍‌ ଗ୍ୟାଙ୍ଗର କିଙ୍ଗପିନ୍‌ ଗିରଫ । ମାସେରୁ ଅଧିକ ଦିନ ଲୁଚକାଳି ଖେଳ ପରେ ମୁଖ୍ୟ କାର୍ପଟଦାର ରାଘବ ଜେନାକୁ କାବୁ କରିଛି ସ୍ପେଶାଲ ସ୍କ୍ଵାଡ୍‌ ଓ ନୂଆପଲ୍ଲୀ ଥାନା ପୋଲିସ । ତାର ଜଣେ…

ମଦୁଆର ହାତଗୋଡ଼ ବାନ୍ଧି ପୋଲିସ୍ ଜିମା ଦେଲେ ମହିଳା

ନରଙ୍ଗପୁର: ମଦ୍ୟପଙ୍କୁ ମହିଳାଙ୍କ “ପେଣ୍ଟଟେଡ୍ ମେଡ଼ିସିନ” । ମଦ ପିଇଲେ କିମ୍ବା ମଦ ରାନ୍ଧିଲେ ମହିଳା ଙ୍କ ଦ୍ୱାରା ନିଆଯିବ କାର୍ଯ୍ଯାନୁଷ୍ଠାନ l କାର୍ଯ୍ଯାନୁଷ୍ଠାନ ଏପରି ହେବ ଯେ ମଦ୍ୟପ ଜଣକ ଆଉ କେବେ ମଦ ପିଇବାକୁ ସାହସ କରିବ ନାହିଁ।…

ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ଛାତ୍ର ଫାର୍ମ ହାଉସ୍‌ରୁ ଉଦ୍ଧାର

ଚାନ୍ଦବାଲି: ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ଛାତ୍ର ଉଦ୍ଧାର । ଚାନ୍ଦବାଲି ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ନବମ ଶ୍ରେଣୀ ଛାତ୍ର ଉଦ୍ଧାର । ଭଦ୍ରକ ରମ୍ଭିଳାରେ ଥିବା ଫାର୍ମ ହାଉସ୍‌ରୁ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି । ଛାତ୍ରକୁ ଉଦ୍ଧାର କଲା…

ଜାଲ୍ ୱେବ୍‌ସାଇଟ୍‌ ଖୋଲି ଠକିନେଲେ ୩୯.୧୧ କୋଟି

ଭୁବନେଶ୍ବର: ମିଛ ୱେବ୍‌ସାଇଟ ଖୋଲି କୋଟିକୋଟି ଟଙ୍କା ଠକିନେଇଛନ୍ତି ଦୁର୍ବୃତ୍ତ। ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଘଟଣାର ତଦନ୍ତ କରି ଅପରାଧୀମାନେ ପ୍ରାୟ ୩୭୦୦ ପୁଞ୍ଜିନିବେଶକାରୀଙ୍କଠାରୁ ୩୯.୧୧ କୋଟି ଟଙ୍କା ଠକି ନେଇଥିବା ସ୍ପଷ୍ଟ କରିଛି। ତେବେ ଏଥିରୁ ମାତ୍ର…

ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ

ଖୋର୍ଦ୍ଧା: ବାଘମାରୀ ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରାଯିବା ସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଗୁଇନ୍ଦା ସୂତ୍ରରୁ ସୂଚନା ପାଇ ଗତକାଲି ସକାଳ ପ୍ରାୟ ସାଢ଼େ…

ବସ୍‌ ଦୁର୍ଘଟଣାରେ ଆଇଆରବି ଯବାନଙ୍କ ମୃତ୍ୟୁ

ଖୋର୍ଦ୍ଧା: ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ତରତୁଆ ଠାରେ ଥିବା ଆଇଆରବି ବାଟାଲିଅନ୍‌ର ଯବାନ ବିଶ୍ୱମ୍ବର ମନ୍ତ୍ରୀ(୫୦)ଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ସୋମବାର ସଂଧ୍ୟା ପ୍ରାୟ ୬ଟା ବେଳେ ବିଶ୍ୱମ୍ବର ମୋଟରସାଇକଲରେ ଖୋର୍ଦ୍ଧାରୁ ନିଜର ବାଟାଲିଅନ କାର୍ଯ୍ୟାଳୟକୁ ଯାଉଥିଲେ। ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର…

ଲୁମେକ୍ସ ମହାଠକେଇ; ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଗିରଫ

ଲୁମେକ୍ସ ମହାଠକେଇର ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଦାସ ଗିରଫ। ରାଜୀବ ଲୋଚନଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW)। ଆଜି ତାଙ୍କୁ କୋର୍ଟଚାଲାଣ କରିଛି EOW। ଭୁବନେଶ୍ୱର DLF ସାଇବରସିଟିରେ ଖଣିଜ ପଦାର୍ଥ ଚାଲାଣ କମ୍ପାନୀ ଖୋଲି ସେଥିରେ ନିବେଶ…