Crime

ବସ ଯାତ୍ରୀଙ୍କ ନିକଟରୁ ଲୁଟିବା ଅଭିଯୋଗରେ ୫ ଲୁଟେରା ଗିରଫ, ୨୦ହଜାର ଟଙ୍କା ଓ ୫ ମୋବାଇ ଜବତ

ଭୁବନେଶ୍ୱର: ବସ ଯାତ୍ରୀ ମାନଙ୍କ ନିକଟରୁ ବେଆଇନ ଟଙ୍କା ଏବଂ ମୋବାଇଲ ଫୋନ ଆଦାୟ କରିବା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତ ଗିରଫ। ସୂଚନା ଅନୁଯାୟୀ ନାବାର୍ଡ ବସ ରହଣି ସ୍ଥଳ ନିକଟରେ ଅଭିଯୁକ୍ତ ମାନେ କୃତ୍ରିମ ଭିଡ ସୃଷ୍ଟି କରି ବସ…

ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଅଠରାଙ୍ଗ ଗାଁରେ ଏହି ଘଟଣା ଘଟିଛି। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ…

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ…

ପୋଲିସର ଚେକିଂ ବେଳେ ୧୩ ଲକ୍ଷ ଟଙ୍କା ଜବତ୍

ଯୋଡ଼ା : ବଡ଼ବିଲ ପୋଲିସର ଚେକିଂ ବେଳେ ସାଧୁ ସିଂ ହଟିଂ ଛକ ନିକଟରୁ ୧୩ ଲକ୍ଷ ଟଙ୍କା ଜବତ୍ । ଏକ ବୋଲେରୋ ଗାଡ଼ିରୁ ୮ ଲକ୍ଷ ଏବଂ ଏକ ବାଇକରୁ ୫ ଲକ୍ଷ ଟଙ୍କା ଜବତ୍ କରିଛି ବଡ଼ବିଲ…

ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT

ବ୍ରହ୍ମପୁର : ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରିବ ସ୍ବତନ୍ତ୍ର…

ଥାନାରେ ପଶି ହତ୍ୟା ଅଭିଯୁକ୍ତଙ୍କୁ ଖସାଇ ନେବାକୁ ଉଦ୍ୟମ: ୯ ଗିରଫ, ୪ଟି ବାଇକ୍‌ ଜବତ

ଗଞ୍ଜାମ: ନିର୍ବାଚନ ସମୟରେ ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇ ପଡ଼ିଛି ଆଇନ ଶୃଙ୍ଖଳା ପରିସ୍ଥିତି। ଗତ ରାତିରେ କୋଦଳା ଥାନାରେ ପଶି ଜଣେ ହତ୍ୟା ଅଭିଯୁକ୍ତଙ୍କୁ ଟାଣି ନେଇଯାଉଥିଲେ ଦୁବୃର୍ତ୍ତ। ଏହି ସମୟରେ ପୋଲିସ ଦୁର୍ବୃତ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ପୋଲିସ୍‌…

କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଧୂମ ଛେଚିଲେ ରୋଗୀଙ୍କ ସମ୍ପର୍କୀୟ

ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା ସୋର, ଅଡ଼ା ପ୍ରାଥମିକ ଚିକିତ୍ସାଳୟରୁ । ଚିକିତ୍ସାଳୟରେ କାର୍ଯ୍ୟରତ ଥିବା ଡାକ୍ତରଙ୍କୁ ସଂଘବଦ୍ଧ…

ପୋଲସରାରେ ରାଜନୈତିକ ହିଂସା, ଗୁଳିକାଣ୍ଡରେ ଯୁବକ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ପରେ ଅଶାନ୍ତ ହୋଇପଡିଛି ପୋଲସରା । ପୋଲସରାରେ ଦେଖାଦେଇଛି ରାଜନୈତିକ ହିଂସା । ପୋଲସରାର ତୋଟା ସାହିରେ ଗୁଳିକାଣ୍ଡ ଘଟିଛି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁଳିମାଡର ଶିକାର ହୋଇଥିବା ଯୁବକ…

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି।…

ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ

ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍ କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ ନମ୍ବରରୁ ଆସୁଛି ହ୍ୱାଟ୍ସଆପ୍ କଲ୍। ଏହି କଲରୁ ଦୂରେଇ ରହିବାକୁ ସାଇବର ପୋଲିସ…